Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର; ୨% ବଢିଲା ମହଙ୍ଗା ଭତ୍ତା

Sanchar Live by Sanchar Live
March 28, 2025
in ଭାରତ
0
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର; ୨% ବଢିଲା ମହଙ୍ଗା ଭତ୍ତା
0
SHARES
55
VIEWS
FacebookTwitter

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା । ଏନେଇ କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ସପ୍ତମ ବେତନ କମିଶନ ଆଧାରରେ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି । ଏହା ପୂର୍ବରୁ ଜୁଲାଇ ୨୦୨୪ରେ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି ପାଇ ୫୦ରୁ ୫୩ପ୍ରତିଶତ ହୋଇଥିଲା । ଏବେ ୨% ବଢ଼ି ଏହା ୫୫ ପ୍ରତିଶତ ହୋଇଛି ।

ତେବେ ନୂଆ ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ୧ରୁ ପିଛିଲା ଭାବେ ଲାଗୁ ହେବ । ଯେଉଁ କର୍ମଚାରୀଙ୍କ ଦରମା ୫୦ ହଜାର ସେମାନଙ୍କୁ ୫୩% ହିସାବରେ ୨୬ ହଜାର ୫୦୦ ଟଙ୍କା ମିଳୁଥିଲା । ଏବେ ୫୫% ହିସାବରେ ୨୭ ହଜାର ୫୦୦ ଟଙ୍କା ମିଳିବ । ଅର୍ଥାତ ବର୍ତ୍ତମାନ କର୍ମଚାରୀ ୧ ହଜାର ଟଙ୍କା ଅଧିକ ପାଇବେ ।
Tags: centreral govt jobDa hike
ShareTweetShareSend
Sanchar Live

Sanchar Live

Next Post
ମେ’ ୧୫ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

ମେ' ୧୫ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.