ସଂଚାର ବ୍ୟୁରୋ: ଭିଜିଲାନ୍ସ ଜାଲରେ ଫସିଲେ ଆଉ ଏକ ସରକାରୀ ବାବୁ । ୱାଟକୋରେ ଆସିଷ୍ଟାଣ୍ଟ ମ୍ୟାନେଜର ଭାବେ କାର୍ଯ୍ୟରତ ଦେବାଶିଷ ସାହୁଙ୍କୁ ଧରିଛି ଭିଜିଲାନ୍ସ ଟିମ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଦେବାଶିଷ ସାହୁଙ୍କ ଜଟଣୀସ୍ଥିତ ବାସଭବନରେ ଚଢାଉ କରିଛି ଭିଜିଲାନ୍ସ । ସ୍ବରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟରେ ଇନଚାର୍ଜ ଭାବେ କାର୍ଯ୍ୟରତ ଅଛନ୍ତି ।
© 2024 Sanchar News