Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଆସନ୍ତା ଏପ୍ରିଲ ୧୨ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

Sanchar Live by Sanchar Live
March 29, 2025
in ରାଜନୀତି
0
ଆସନ୍ତା ଏପ୍ରିଲ ୧୨ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆସନ୍ତା ଏପ୍ରିଲ ୧୨ ତାରିଖରେ ଓଡ଼ିଶା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା । ନଡ୍ଡାଙ୍କ ଗସ୍ତ ସମ୍ପର୍କରେ ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏହି ଗସ୍ତ ସମୟରେ ବିଭିନ୍ନ ସରକାରୀ ପ୍ରକଳ୍ପର ଉଦଘାଟନ କରିବା ସହ ବିଜେପିର ସାଙ୍ଗଠନିକ କାର‌୍ୟ୍ୟକ୍ରମରେ ସେ ଯୋଗ ଦେବେ । ସବୁଠୁ ବଡ଼ କଥା ହେଲା, ଜେପି ନଡ଼ାଙ୍କ ଓଡ଼ିଶା ଗସ୍ତ ପରେ ହିଁ ବିଜେପି ରାଜ୍ୟ ସଭାପତି ନାଁ ଘୋଷଣା ହେବ ବୋଲି ସୂଚନା ମିଳିଛି । ଏପ୍ରିଲ ୧୪ ତାରିଖ ପରେ ବିଜେପି ରାଜ୍ୟ ସଭାପତି ନାଁ ଘୋଷଣା ହେବାର ସମ୍ଭାବନା ରହିଛି ।

Tags: bjpjp naddaodisha
ShareTweetShareSend
Sanchar Live

Sanchar Live

Next Post
ସୁଭଦ୍ରା ଯୋଜନା: ଦ୍ୱିତୀୟ କିସ୍ତିରେ ବାଦ୍ ପଡ଼ିଲେ ୧.୮୩ ଲକ୍ଷରୁ ଅଧିକ ମହିଳା

ସୁଭଦ୍ରା ଯୋଜନା: ଦ୍ୱିତୀୟ କିସ୍ତିରେ ବାଦ୍ ପଡ଼ିଲେ ୧.୮୩ ଲକ୍ଷରୁ ଅଧିକ ମହିଳା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.