Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପୁଣି ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା

Sanchar Live by Sanchar Live
March 30, 2025
in ଓଡିଶା
0
ଆଜି ପୁଣି ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା

Oplus_131072

0
SHARES
10
VIEWS
FacebookTwitter

ଆଜି ପୁଣି ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା। ତାତିରେ କଲବଲ ହେବେ ରାଜ୍ୟବାସୀ। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ। କିଛି ସ୍ଥାନରେ ୪୩ ଡିଗ୍ରୀ ଟପିପାରେ ତାପମାତ୍ରା। ତେବେ ଆଜି ହିଟୱେଭ୍ ନେଇ ୬ ଜିଲ୍ଲା କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡାକୁକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗତକାଲି ୧୩ ସହରର ତାପମାତ୍ରା ୪୦ ଡିଗ୍ରି ,ସମ୍ବଲପୁରରେ ୪୨ ଡିଗ୍ରି,ଝାରସୁଗୁଡ଼ାରେ ୪୧.୮, ହୀରାକୁଦରେ ୪୧.୭, ବୌଦ୍ଧ ଓ ତାଳଚେରରେ ୪୧.୨, ଭବାନୀପାଟଣା ଓ ଟିଟିଲାଗଡ଼ରେ ୪୧ ଡିଗ୍ରି ତାପମାତ୍ରା ରହିଥିଲା। ତାତିରେ ଜାଳୁଥିଲେ ଲୋକେ। ତେବେ ଆଜି ତାତି ବଢିଲେ ମଧ୍ୟ ଆସନ୍ତା ୨ ତାରିଖ ବେଳକୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଆସନ୍ତାକାଲି ତାତିରୁ ସାମାନ୍ୟ ଆସ୍ୱସ୍ଥି ମିଳିପାରେ।

Tags: heatwaveodishaweatherreport
ShareTweetShareSend
Sanchar Live

Sanchar Live

Next Post
ବେଙ୍ଗାଲୁରୁ କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ

ବେଙ୍ଗାଲୁରୁ କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.