Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ୧୪ ଯାଏ ପାଳନ ହେବ ‘ଓଡ଼ିଆ ପକ୍ଷ’

Sanchar Live by Sanchar Live
April 1, 2025
in ଓଡିଶା
0
ଆଜିଠୁ ୧୪ ଯାଏ ପାଳନ ହେବ ‘ଓଡ଼ିଆ ପକ୍ଷ’
0
SHARES
14
VIEWS
FacebookTwitter

ଭୁବନେଶ୍ୱର: ଆଜିଠୁ ‘ଓଡ଼ିଆ ପକ୍ଷ’ ପାଳନ କରିବେ ରାଜ୍ୟ ସରକାର । ଏପ୍ରିଲ ୧ ଓଡ଼ିଶା ଦିବସରୁ ଏପ୍ରିଲ ୧୪ ମହାବିଷୁବ ସଂକ୍ରାନ୍ତି ଯାଏଁ ରାଜ୍ୟରେ ଓଡ଼ିଆ ପକ୍ଷ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଓଡ଼ିଆ ପକ୍ଷରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସରକାରଙ୍କ ବିଭିନ୍ନ ବିଭାଗ ସାମିଲ ହେବେ । ଏଥିରେ ଏପ୍ରିଲ ୧ ଅର୍ଥାତ ଆଜି ସବୁ ଜିଲ୍ଲାରେ ଧୁମଧାମରେ ପାଳନ ହେବ ଓଡ଼ିଶା ଦିବସ । ଏହାପରେ ଏପ୍ରିଲ ୨ ତାରିଖରେ ଖଡ଼ିଛୁଆଁ ଦିବସ ଏବଂ ୩ ତାରିଖରେ ‘ଆମ ପୋଷାକ ଆମ ପରିଚୟ’ ଦିବସ ପାଳନ ହେବ।

ଏହାପରେ ଏପ୍ରିଲ ୪ ତାରିଖରେ ଓଡ଼ିଆ ନାମ ଫଳକ ଅଭିଯାନ ସଚେତନତା ପଦଯାତ୍ରା ହେବ । ଏହାସହ ଏପ୍ରିଲ ୫ ତାରିଖରେ ଭୁବନେଶ୍ଵରରେ ଐତିହ୍ୟ ଗଣଦୌଡ଼ ଏବଂ ୬ ତାରିଖରେ ଦେବାଳୟ ଓ ଐତିହ୍ୟ ସ୍ଥଳୀଗୁଡ଼ିକରେ ସ୍ଵଚ୍ଛତା ଅଭିଯାନ ଅନୁଷ୍ଠିତ ହେବ ।

ସେହିପରି ଏପ୍ରିଲ ୭ ତାରିଖରେ ବର୍ଣ୍ଣବୋଧ ଉତ୍ସବ, ୮ ତାରିଖରେ ରକ୍ତଦାନ ଦିବସ ଏବଂ ୯ ତାରିଖରେ ଆସ ବହିଟିଏ କିଣିବା ଦିବସ ପାଳିତ ହେବ । ଏହାସହ ୧୦ ତାରିଖରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ କରାଯାଇ ବରିଷ୍ଠ କଳାକାରଙ୍କୁ ସମ୍ବର୍ଦ୍ଧନା ଦିଆଯିବ । ଏଠାରେ ଲୋକ କଳାଗ୍ରାମର ପ୍ରଦର୍ଶନୀ ମଧ୍ୟ ହେବ।

ଅନ୍ୟପଟେ ଏପ୍ରିଲ ୧୧ ତାରିଖରେ ଯୁବ ଲେଖକ ସମ୍ମିଳନୀ, ୧୨ ତାରିଖରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ରାଜ୍ୟର ବରପୁତ୍ରଙ୍କ ସଂପର୍କରେ ଆଲୋଚନାଚକ୍ର ହେବ । ଏପ୍ରିଲ ୧୩ ତାରିଖରେ ପଞ୍ଚାୟତିରାଜ ବିଭାଗ, ସହରାଞ୍ଚଳ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ହେବ ପାରମ୍ପରିକ ଖାଦ୍ୟ ଦିବସ ପାଳନ । ଏପ୍ରିଲ ୧୪ରେ ଓଡ଼ିଆ ନବବର୍ଷ ପାଳିତ ହେବ । ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ହୁଳୁହୁଳି, ଝୋଟି, ଚିତା, ମୁରୁଜ, ପିଠାପଣା ପ୍ରତିଯୋଗିତା ଅନୁଷ୍ଠିତ ହେବ ।

ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ପକ୍ଷକୁ ନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ ସେୟାର କରି କହିଛନ୍ତି ଯେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପ୍ରିଲ ମାସ ୧ ତାରିଖ ଓଡ଼ିଶାଦିବସ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ମହା ଆଡ଼ମ୍ବରର ସହ “ଓଡ଼ିଆ ପକ୍ଷ’ ପାଳନ କରାଯିବ । ଏହା ହେବ ଆମ ମହାନ ଓଡ଼ିଆ ଅସ୍ମିତା, ସାହିତ୍ୟ, ସଂସ୍କୃତି, ପରମ୍ପରା, ନୃତ୍ୟ ଓ ସଙ୍ଗୀତର ଉତ୍ସବ । ଆସନ୍ତୁ ମନ, ପ୍ରାଣ ତଥା ହୃଦୟରୁ ଓଡ଼ିଆ ହେବା । ସ୍ୱାଭିମାନୀ ଓଡ଼ିଆ ଭାବେ ସମସ୍ତେ ଏକ ହୋଇ ଏହି ଉତ୍ସବରେ ସାମିଲ ହେବା ।

Tags: odia pakhyaodisha
ShareTweetShareSend
Sanchar Live

Sanchar Live

Next Post
ଆଜି ଉତ୍କଳ ଦିବସ, ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ

ଆଜି ଉତ୍କଳ ଦିବସ, ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.