Thursday, November 5, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

କଟକରେ ବଡ଼ ଧରଣର ଅଗ୍ନିକାଣ୍ଡ, ୩ଟି ସୋ’ରୁମ୍ ରେ ନିଆଁ

Sanchar Live by Sanchar Live
April 1, 2025
in ଓଡିଶା
0
Oplus_131072

Oplus_131072

0
SHARES
47
VIEWS
Facebook
Twitter

କଟକ : କଟକରେ ବଡ଼ ଧରଣର ଅଗ୍ନିକାଣ୍ଡ । ଦୋଳମୁଣ୍ଡାଇ ସ୍ଥିତ ସପିଙ୍ଗ ମଲରେ ଲାଗିଛି ନିଆଁ । ୩ଟି ସୋ’ରୁମ୍ ରେ ନିଆଁ ଲାଗିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ୫ଟି ଅଗ୍ନିଶମବାହିନୀ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ଏସି ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି ।

ଖବର ଅନୁଯାୟୀ, ମଙ୍ଗଳବାର ଦିନ ସକାଳ ସମୟରେ କିଛି କର୍ମଚାରୀ ସୋ’ ରୁମ୍‌ ଖୋଲିଥିଲେ । ଏହି ସମୟରେ ହଠାତ୍‌ ସୋ’ ରୁମ୍‌ ମଧ୍ୟରେ କିଛି ଶବ୍ଦ ହୋଇଥିଲା । ଆଉ ଏସି ପାଖରୁ ଧୂଆଁ ବାହାରିଥିଲା । ଦେଖୁ ଦେଖୁ ସୋ’ ରୁମ୍‌ ମଧ୍ୟରୁ ଧୁଆଁ ବ୍ୟାପିଥିଲା । ଯାହାପରେ କର୍ମଚାରୀମାନେ ତୁରନ୍ତ ବାହାରକୁ ଚାଲିଆସିଥିଲେ ଆଉ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀର ଦୁଇଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛନ୍ତି ।  ହେଲେ ବର୍ତ୍ତମାନ ନିଆଁକୁ ଆୟତ୍ତ କରିପାରିନାହାନ୍ତି ।  ତେବେ ସୋ’ ରୁମ୍‌ ଭିତରେ କପଡ଼ା ଏବଂ ପ୍ଲାଷ୍ଟିକ୍‌ ସାମଗ୍ରୀ ଥିବାରୁ ନିଆଁର ପ୍ରକୋପ ଦେଖିବାକୁ ମିଳିଛି । ସ୍ଥାନୀୟ ଲୋକ ମଧ୍ୟ ନିଆଁ ଲିଭା କାର୍ଯ୍ୟରେ ସହଯୋଗ କରୁଛନ୍ତି ।

Related posts

ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା

ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା

November 5, 2026
ଦୀପାବଳି ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ

ଦୀପାବଳି ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ

November 5, 2026
Tags: cuttackfire

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା
  • ଅନ୍ତର୍ଜାତୀୟ ଫୁଟବଲରୁ ରୋନାଲ୍ଡୋଙ୍କ ଅବସର
  • ଗିରଫ ଓ ଅଟକ ରଖିବାର ସମୟସୀମାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.