Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ

Sanchar Live by Sanchar Live
April 1, 2025
in Uncategorized
0
ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ
0
SHARES
11
VIEWS
FacebookTwitter

ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ହେଲା ଶୁଭାରମ୍ଭ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହାର ଶୁଭାରମ୍ଭ କରିଛନ୍ତି । ଉମରକୋଟ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ଓ ସ୍ୱାମୀ ବିବେକାନନ୍ଦ ଉଚ୍ଚ ବିଦ୍ୟାଳୟରୁ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଆରମ୍ଭ ହୋଇଛି । ଉଭୟ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଣ୍ଡିଆରେ ପ୍ରସ୍ତୁତ ଲଡୁ ଦିଆଯାଇଛି ।

ଏଥି ସହ ଆଜିଠାରୁ ପୋଷଣ ଅଭିଯାନରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ପୋଷଣ ଯୁକ୍ତ ମଧ୍ୟାହ୍ନ ଭୋଜନର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ସପ୍ତାହକୁ ତିନି ଦିନ ଲଡୁ ବଣ୍ଟନ କରାଯିବ । ଏଥିରେ ରାଜ୍ୟରେ ଉପକୃତ ହେବେ ୧୦ ଲକ୍ଷ ୮୦ ହଜାର ଛାତ୍ରଛାତ୍ରୀ । ଏହି କାର୍ଯ୍ୟକ୍ରମ ଶୁଭାରମ୍ଭ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସ୍କୁଲରେ ଛାତ୍ରଛାତ୍ରୀଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ ଖାଇଥିଲେ ।

Tags: Cm posan yojananityanandagandaodisha
ShareTweetShareSend
Sanchar Live

Sanchar Live

Next Post
ଲେବାନନ ଉପରେ ପୁଣି ଇସ୍ରାଏଲର ଏୟାରଷ୍ଟ୍ରାଇକ

ଲେବାନନ ଉପରେ ପୁଣି ଇସ୍ରାଏଲର ଏୟାରଷ୍ଟ୍ରାଇକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.