Sunday, June 22, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ନୂଆଦିଲ୍ଲୀରେ ଓଡ଼ିଶା ଦିବସ ସମାରୋହ

Sanchar Live by Sanchar Live
April 1, 2025
in ଭାରତ
0
ନୂଆଦିଲ୍ଲୀରେ ଓଡ଼ିଶା ଦିବସ ସମାରୋହ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଓଡ଼ିଶା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ପ୍ରଶଂସା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ର । ଓଡ଼ିଶାର ଭିତ୍ତିଭୂମି ସମେତ ବିଭିନ୍ନ କ୍ଷେତ୍ରରେ ଫୋକସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଟେକନୋଲୋଜିକୁ ମଧ୍ୟ ଗୁରୁତ୍ବ ପ୍ରଦାନ କରିଥିବା କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ । ନୂଆଦିଲ୍ଲୀର ଜେଏଲଏନ ଷ୍ଟାଡିୟମରେ ଓଡ଼ିଶା ଦିବସ ସମାରୋହ-୨୦୨୫ ପାଳିତ ହୋଇଛି  । ଏଥିରେ ଅତିଥି ଭାବେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ ମିଶ୍ର  ।

ଆଗାମୀ ଦିନରେ ବିକଶିତ ଭାରତ ସହ ବିକଶିତ ଓଡ଼ିଶା ଗଠନ ହେବ ବୋଲି ସେ ଅଭିଭାଷଣରେ କହିଛନ୍ତି ।  କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ସେହିପରି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଅତିଥି ଭାବେ ଯୋଗ ଦେଇଥିଲେ । ଏଥିରେ ଓଡ଼ିଶାର ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ସହ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ପରମ୍ପରାର ଉତ୍ସବ ପାଳନ କରାଯାଉଛି ।

Tags: delhimohan majhiodisha divas
ShareTweetShareSend
Sanchar Live

Sanchar Live

Next Post
ଆଖି କାହିଁକି ଡ଼େଇଁଥାଏ ? ଜାଣନ୍ତୁ କ’ଣ ରହିଛି କାରଣ …

ଆଖି କାହିଁକି ଡ଼େଇଁଥାଏ ? ଜାଣନ୍ତୁ କ’ଣ ରହିଛି କାରଣ …

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • (no title)
  • ଆଜି ଦ୍ବାଦଶୀ ତିଥିରେ ଶ୍ରୀଜିଉମାନଙ୍କ ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ ନୀତି
  • ବଢୁଛି ସୁବର୍ଣ୍ଣରେଖା ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା
  • ଆଜି ଏହିସବୁ ରାଶିର ଲୋକଙ୍କୁ କର୍ମକ୍ଷେତ୍ରରେ ମିଳିବ ଖୁସି ଖବର
  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.