Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ନରେନ୍ଦ୍ର ମୋଦିଙ୍କ ସହ କଥା ହେଲେ ୟୁନୁସ

Sanchar Live by Sanchar Live
August 16, 2024
in ବିଦେଶ
0
ବଦଳିଲା ପ୍ରଧାନମନ୍ତ୍ରୀଙ୍କ ପ୍ରୋଫାଇଲ ଫଟୋ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ବାଂଲାଦେଶ ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେଲେ କଥା ।  ବାଂଲାଦେଶରେ ହିନ୍ଦୁ ସମ୍ପ୍ରଦାୟଙ୍କ ସୁରକ୍ଷା ପ୍ରସଙ୍ଗରେ ଦୁଇ ନେତା ଆଲୋଚନା କରିଛନ୍ତି । ମୋଦିଙ୍କୁ ଫୋନ କରିଥିଲେ ବାଂଲାଦେଶ ଅନ୍ତରୀଣ ସରକାରର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ । ନିଜ ଦେଶରେ ସମସ୍ତ ହିନ୍ଦୁ ଏବଂ ସଂଖ୍ଯାଲଘୁ ସମ୍ପ୍ରଦାୟଙ୍କ ସୁରକ୍ଷା ପ୍ରସଙ୍ଗରେ ଆଲୋଚନା ସହ ସୁରକ୍ଷାର ଆଶ୍ଵାସନା ଦେଇଛନ୍ତି ମହମ୍ମଦ ୟୁନୁସ ।

ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି ଏହି ଆଲୋଚନା ବିଷୟରେ ସୂଚନା ଦେଇଛନ୍ତି । ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ବାଂଲାଦେଶରେ ବର୍ତ୍ତମାନର ସ୍ଥିତି ଉପରେ ଆଲୋଚନା ହେଲା । ସେଠାରେ ଗଣତାନ୍ତ୍ରିକ, ସ୍ଥିର, ଶାନ୍ତିପୂର୍ଣ୍ଣ ଏବଂ ପ୍ରଗତିଶୀଳ ବାଂଲାଦେଶ ଗଠନ ନେଇ ଭାରତ ସମସ୍ତ ସମର୍ଥନ କରିବ । ବାଂଲାଦେଶରେ ସମସ୍ତ ହିନ୍ଦୁ ଏବଂ ସଂଖ୍ଯାଲଘୁଙ୍କ ସୁରକ୍ଷାର ଆଶ୍ଵସନା ଦେଇଛନ୍ତି ମହମ୍ମଦ ୟୁନୁସ ।

Tags: bangladeshindiamahamad yunusnarendra modi
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଶିରିଡ଼ି ସାଇବାବାଙ୍କ ସମ୍ପର୍କରେ କିଛି ଅଜଣା କଥା

ଓଁ ସାଇ, ଶ୍ରୀ ସାଇ, ଜୟ ଜୟ ସାଇର ଅର୍ଥ କଣ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.