Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..

Sanchar Live by Sanchar Live
August 17, 2024
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..
0
SHARES
35
VIEWS
FacebookTwitter

ମେଷ: ସମସ୍ୟା କିଛି ରହିବ ହେଲେ ଚିନ୍ତା କରନ୍ତୁ ନାହିଁ ସନ୍ଧ୍ୟା ସୁଦ୍ଧା ସବୁ ଠିକ୍ ହୋଇଯିବ। ଜୀବନରେ ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ। ଜୀବନସାଥୀଙ୍କ ନାମରେ କାର୍ କିଣି ପାରନ୍ତି। ‌
ବୃଷ: କୌଣସି ବନ୍ଧୁ ଠାରୁ ସାହାଯ୍ୟ ପାଇବେ। ନୂଆ କାମ ଆରମ୍ଭ କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ। ଆପଣଙ୍କ ବ୍ୟକ୍ତିତ୍ବ ଅନ୍ୟମାନଙ୍କୁ ଆକର୍ଷିତ କରିବ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ‌

ମିଥୁନ: ପୁଞି ବଜାରରେ ନିବେଶ କରନ୍ତୁ ଭବିଷ୍ୟତରେ ଯଥେଷ୍ଟ ଲାଭ ପାଇବେ। ସାମାଜିକ ସ୍ତରରେ ଲୋକଙ୍କୁ ସାହାଯ୍ୟ କରିବେ। ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ‌

କର୍କଟ: ବ୍ୟବସାୟ କାମରେ ବଡ଼ ସହରକୁ ଯାଇପାରନ୍ତି। ଅଜଣା ବ୍ୟକ୍ତିଙ୍କ ଉପରେ ଆବଶ୍ୟକତା ଠାରୁ ଅଧିକ ଭରସା କରନ୍ତୁ ନାହିଁ। ନବ ଦମ୍ପତ୍ତି ଭବିଷ୍ୟତକୁ ନେଇ ଯୋଜନା କରିବେ। ‌

ସିଂହ: ଜ୍ଞାନ ଓ ବୁଦ୍ଧି ବଳ ପ୍ରୟୋଗ କରନ୍ତୁ ସଫଳତା ପାଇବେ। ଯେଉଁ ଫିଲ୍ମ କଳାକାର ସଂଘର୍ଷ କରୁଛନ୍ତି ସେମା‌ନଙ୍କ ଲାଗି ନୂଆ କାମ ଆସିବ। ନୂଆ ପ୍ରେମ ପ୍ରସଙ୍ଗର ସମ୍ଭାବନା ରହିଛି।

କନ୍ୟା: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଯେତେ ମିଠା କଥା କହିବେ ସେତେ ଲାଭ ପାଇବେ। ବ୍ୟବସାୟରେ ପ୍ରଗତି ଲାଗି ଦିନଟି ବହୁତ ଭଲ। ଶିକ୍ଷାର୍ଥୀଙ୍କୁ ଦିନଟି ସଫଳତା ଦେବ। ରାତିରେ ନିଦ ଭଲ ହେବ। ‌

ତୁଳା: ମନରେ ନକାରାତ୍ମକ ଚିନ୍ତା ତ୍ୟାଗ କରନ୍ତୁ। ଚାକିରି ଶିକ୍ଷା ଓ କାରବାରରେ ଉନ୍ନତି ଯୋଗ ରହିଛି। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ବେକାରଙ୍କୁ ରୋଜଗାରର ଅବସର ପ୍ରାପ୍ତ ହେବ।

ବିଛା: ଲାଗି ରହିଥିବା ବିବାଦ ସମାପ୍ତ ହେବ। ଉପାର୍ଜନ ଲାଗି ନୂଆ ମଉକା ପାଇବେ। ଅଭିନୟ କ୍ଷେତ୍ରରେ ଥିବା ଲୋକଙ୍କୁ ବଡ଼ ସୁଯୋଗ ମିଳିବ। ଆପଣଙ୍କ ସରଳତା ଲାଗି ଆପଣଙ୍କର ବନ୍ଧୁ ଖୁସି ରହିବେ।

ଧନୁ: କୌଣସି ମନ୍ଦିର ବା ଧର୍ମାନୁଷ୍ଠାନର ଲୋକଙ୍କ ସେବା ପାଇଁ ମନ ବନାଇବେ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ପାଇବେ। ପ୍ରେମ ନିବେଦନ ଲାଗି ଦିନଟି ଭଲ।

ମକର: ଧ୍ୟାନ ଯୋଗରେ ମନର ସକାରାତ୍ମକ ଶକ୍ତି ସଂଚାର ହେବ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ। ରାଜନୈତିକ ପ୍ରଭାବ ବୃଦ୍ଧି ହେବ। ଗୋପନୀୟ ତଥ୍ୟ ପ୍ରଘଟ କରନ୍ତୁ ନାହିଁ। ଭ‌ାବିଚିନ୍ତି ଖର୍ଚ୍ଚ କରନ୍ତୁ।

‌କୁମ୍ଭ: ଆତ୍ମବିଶ୍ବାସ ବୃଦ୍ଧି ହେବ। ସମସ୍ୟା ସମାଧାନ କରିବା ପାଇଁ ଯତ୍ନବାନ ହେବେ। ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କ କାମର ପ୍ରଶଂସା ହେବ। ପାରିବାରିକ ଜୀବନ ହସଖୁସିରେ ଅତିବାହିତ ହେବ।

ମୀନ: ଆଳସ୍ୟ ତ୍ୟାଗ କରନ୍ତୁ। ଅର୍ଥ ଠିକ୍ ଜାଗାରେ ନିବେଶ କରନ୍ତୁ। ରାଜନୀତି କ୍ଷେତ୍ରରେ ଆପଣଙ୍କର ପ୍ରସିଦ୍ଧି ବଢ଼ିବ। ପାରିବାରିକ ସୁଖ ପ୍ରାପ୍ତ ହେବ। ଛାତ୍ରମାନେ ପରିଶ୍ରମର ସୁଫଳ ପାଇବେ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ଦୁଇ ଦିନ ଧରି ଚାଲିବ ନବ ନିର୍ବାଚିତ ବିଧାୟକଙ୍କ ପ୍ରଶିକ୍ଷଣ

ଆଜିଠୁ ଦୁଇ ଦିନ ଧରି ଚାଲିବ ନବ ନିର୍ବାଚିତ ବିଧାୟକଙ୍କ ପ୍ରଶିକ୍ଷଣ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.