Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଲୁଟ୍ କରିବାକୁ ଆସିଥିଲେ, ବିରୋଧ କରିବାରୁ ମାରିଦେଲେ..

Sanchar Live by Sanchar Live
April 5, 2025
in ଅପରାଧ
0
ଲୁଟ୍ କରିବାକୁ ଆସିଥିଲେ, ବିରୋଧ କରିବାରୁ ମାରିଦେଲେ..
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅଧୀନ ଟିଗିରିଆ ଗ୍ରାମରେ ଅଭାବନୀୟ ଘଟଣା । ଲୁଟ ବେଳେ ବିରୋଧ କରିବାରୁ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତ ବୃଦ୍ଧା ଜଣଙ୍କ ହେଲେ କୌଶଲ୍ୟା ପତି । ଗତକାଲି ବିଳମ୍ବିତ ରାତିରେ ଲୁଟ ପାଇଁ ବୃଦ୍ଧାଙ୍କ ଘରେ ଦୁର୍ବୁତ୍ତମାନେ ପଶିଥିବା ବେଳେ ବୃଦ୍ଧା ଏହାକୁ ବିରୋଧ କରିଥିଲେ । ଏଥିରେ ଉତକ୍ଷିପ୍ତ ହୋଇ ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ବାଲିଚନ୍ଦ୍ରପୁର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

Tags: chandikholcrimeloot
ShareTweetShareSend
Sanchar Live

Sanchar Live

Next Post
ମୃତକ ଏବଂ ଗୁରୁତରଙ୍କ ପରିବାର ଲୋକଙ୍କୁ କ୍ଷତି ପୂରଣ ଦାବିରେ ୮ ଘଣ୍ଟା ରାସ୍ତା ଅବରୋଧ

ମୃତକ ଏବଂ ଗୁରୁତରଙ୍କ ପରିବାର ଲୋକଙ୍କୁ କ୍ଷତି ପୂରଣ ଦାବିରେ ୮ ଘଣ୍ଟା ରାସ୍ତା ଅବରୋଧ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.