Friday, June 6, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଟ୍ରକ ଧକ୍କାରେ ବାଇକ୍ ଚାଳକଙ୍କ ମୃତ୍ୟୁ

Sanchar Live by Sanchar Live
April 5, 2025
in ଓଡିଶା
0
ଟ୍ରକ ଧକ୍କାରେ ବାଇକ୍ ଚାଳକଙ୍କ ମୃତ୍ୟୁ
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ରାମ ନବମୀ ଦେଖିବାକୁ ଆସି ଦୁର୍ଘଟଣାରେ ଗଲା ଜୀବନ। ଟ୍ରକ ଧକ୍କା ଦେବାରୁ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ହୋଇଛନ୍ତି। ଭଦ୍ରକ ଜାମୁଝାଡି ବାସୁଦେବପୁର ରାସ୍ତାର ଗୁଆଗାଁ ବରଫ କଳ ନିକଟରେ ଘଟିଥିଲା ଏ ଦୁର୍ଘଟଣା।ଗତକାଲି ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକରେ ପାଳିତ ହେଉଥିଲା ଶ୍ରୀରାମ ନବମୀ ଉତ୍ସବ। ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଚାଲିଥିଲା କଳସ ଶୋଭାଯାତ୍ରା।ବିଭିନ୍ନ ଅଂଚଳରୁ ଆସିଥିଲେ ହଜାର ହଜାର ଶ୍ରଦ୍ଧାଳୁ। ବାଲେଶ୍ଵର ଜିଲ୍ଲା ନାରଣପୁରର  ପଦ୍ମଲୋଚନ ଦଳେଇ ଓ ସତ୍ଯଜିତ ମହାନ୍ତି କଳସ ଶୋଭାଯାତ୍ରାର ସାମିଲ  ହୋଇଥିଲେ। ବେତଡ଼ା ପଟୁ ଯାତ୍ରାକୁ ଆସୁଥିବାବେଳେ ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା ବାଇକ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ମେଡିକାଲ ନେଇଥିବାବେଲେ ଡାକ୍ତର ପଦ୍ମଲୋଚନଙ୍କୁ ମୃତ ଘୋଷଣା କରିଥିଲେ। ସତ୍ୟଜିତ ନାମକ ଯୁବକଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

Tags: accidentbhadrak
ShareTweetShareSend
Sanchar Live

Sanchar Live

Next Post
କଟକ ସହରର ବିଭିନ୍ନ ପୂଜା ମଣ୍ଡପରେ ଆଜି ବାସନ୍ତିକ ଦୁର୍ଗା ପୂଜାର ମହାଷ୍ଟମୀ ପୂଜା ଅନୁଷ୍ଠିତ

କଟକ ସହରର ବିଭିନ୍ନ ପୂଜା ମଣ୍ଡପରେ ଆଜି ବାସନ୍ତିକ ଦୁର୍ଗା ପୂଜାର ମହାଷ୍ଟମୀ ପୂଜା ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର
  • ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର
  • ସୋଆ କ୍ୟାମ୍ପସରେ NHRC ଅଧ୍ୟକ୍ଷ
  • ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଉଦ୍‌ଯାପିତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.