Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଆଜିଠୁ ଦୁଇ ଦିନ ଧରି ଚାଲିବ ନବ ନିର୍ବାଚିତ ବିଧାୟକଙ୍କ ପ୍ରଶିକ୍ଷଣ

Sanchar Live by Sanchar Live
August 17, 2024
in ରାଜନୀତି
0
ଆଜିଠୁ ଦୁଇ ଦିନ ଧରି ଚାଲିବ ନବ ନିର୍ବାଚିତ ବିଧାୟକଙ୍କ ପ୍ରଶିକ୍ଷଣ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜିଠୁ ନବ ନିର୍ବାଚିତ ବିଧାୟକ ପଢିବେ ପାଠ। ଦୁଇ ଦିନ ଧରି ଚାଲିବ ପ୍ରଶିକ୍ଷଣ। ବିଧାନସଭାର କାର୍ଯ୍ୟବିଧୀ, କମିଟି ବ୍ୟବସ୍ଥା, ବୈଧାନିକ ପ୍ରକ୍ରିୟା, ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ପଏଣ୍ଟ ଅଫ ଅର୍ଡର ସହ ବିଭିନ୍ନ କାର୍ଯ୍ୟଶୈଳୀ ବିଷୟରେ ଅବଗତ ହେବେ ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ବିଧାୟକ। ପ୍ରଶିକ୍ଷଣ ଶିବିରରେ ନବ ନିର୍ବାଚିତ ବିଧାୟକଙ୍କୁ ପାଠ ପଢ଼ାଇବେ ଅଭିଜ୍ଞ, ବରିଷ୍ଠ ବିଧାୟକ ଓ ମନ୍ତ୍ରୀ । ୫ ଥର ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କିରଣ ରିଜିଜୁ, ଜୁଏଲ ଓରାମ, ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ପୂର୍ବତନ ବିଧାୟକ ନରସିଂହ ମିଶ୍ର ପ୍ରଶିକ୍ଷଣ ଦେବେ। ନବ ନିର୍ବାଚିତ ବିଧାୟକଙ୍କୁ ବିଧାନସଭାର ନୀତି, ନିୟମ ଓ ବ୍ୟବସ୍ଥା ବିଷୟରେ ଅଭିଜ୍ଞ ନେତା ଦେବେ ପ୍ରଶିକ୍ଷଣ। ଯାହାକୁ ନେଇ ବେଶ ଉତ୍ସାହିତ ଅଛନ୍ତି ନବ ନିର୍ବାଚିତ ବିଧାୟକ।

ସପ୍ତଦଶ ବିଧାନସଭାକୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଛନ୍ତି ୮୪ ଜଣ ବିଧାୟକ। ବିଜେପିରୁ ସର୍ବାଧିକ ୫୪ ଜଣ ଥିବା ବେଳେ, ବିଜେଡିରୁ ୧୮, କଂଗ୍ରେସରୁ ୯ ଓ ୩ ଜଣ ସ୍ବାଧୀନ ବିଧାୟକ ନୂଆ କରି ନିର୍ବାଚିତ ହୋଇଛନ୍ତି। ନବ ନିର୍ବାଚିତ ବିଧାୟକମାନେ କିଭଳି ଜଣେ ପ୍ରଭାବୀ ବିଧାୟକ ହୋଇପାରିବେ ଓ ବିଭିନ୍ନ ବିଷୟରେ ଗୃହର ଗୁରୁତ୍ବପୂର୍ଣ୍ଣ ଆଲୋଚନାରେ ଭାଗ ନେବେ ସେନେଇ ପାଠ ପଢ଼ିବେ। ସଂସଦୀୟ ପରମ୍ପରା ଓ ଶିଷ୍ଟାଚାର ଉପରେ ନୂଆ ବିଧାୟକଙ୍କୁ ଜ୍ଞାନ ବାଣ୍ଟିବେ ଅଭିଜ୍ଞ ବିଧାୟକ।

Tags: mla classodishapolitics
ShareTweetShareSend
Sanchar Live

Sanchar Live

Next Post
GST ଅତିରିକ୍ତ କମିଶନରଙ୍କ ଘରେ ରେଡ

GST ଅତିରିକ୍ତ କମିଶନରଙ୍କ ଘରେ ରେଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ
  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.