Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜା ଚକ୍ରଙ୍କ ଜାମିନ ଖାରଜ କଲେ କୋର୍ଟ

Sanchar Live by Sanchar Live
April 5, 2025
in ଓଡିଶା
0
ରାଜା ଚକ୍ରଙ୍କ ଜାମିନ ଖାରଜ କଲେ କୋର୍ଟ
0
SHARES
12
VIEWS
FacebookTwitter

କମୁନି କେନ୍ଦୁଝରର ବିଜେଡି ନେତା ରାଜା ଚକ୍ରଙ୍କ ଅଡ଼ୁଆ । ରାଜା ଚକ୍ରଙ୍କ ସମ୍ପୃକ୍ତି ଥିବା ବିଭିନ୍ନ ସଂସ୍ଥାରେ ଯାଞ୍ଚ କରିଛନ୍ତି କ୍ରାଇମବ୍ରାଞ୍ଚ ଇଓଡବ୍ଲୁର ୨ ଜଣିଆ ଟିମ୍ । ଜଙ୍ଗଲ ଜମିରେ ରାଜାଙ୍କ ଫାର୍ମ ହାଉସ୍ ଥିବା ଅଭିଯୋଗର ଖୋଳତାଡ଼ କରିଛି ଇଓଡବ୍ଲୁ । ବନ ବିଭାଗ ଓ ରାଜସ୍ବ ବିଭାଗର ଅଧିକାରୀଙ୍କୁ ସାଙ୍ଗରେ ନେଇ ତଦନ୍ତ କରାଯାଇଛି । କେନ୍ଦୁଝର ଜିଲ୍ଲା ଶୁଆକାଟୀ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ କୋଟି କୋଟି ଟଙ୍କା ହେରଫେର ମାମଲାରେ ଛନ୍ଦି ହୋଇଥିବା ସୌମ୍ୟ ଶଙ୍କର ଚକ୍ର ଓରଫ୍ ରାଜା ଚକ୍ରଙ୍କର ଅଡୁଆ ବଢ଼ି ବଢ଼ି ଚାଲିଛି । ତାଙ୍କର ଗୋପାଳପୁର ଠାରେ ଥିବା ଫାର୍ମ ହାଉସ୍, ବିଭିନ୍ନ ସ୍ଥାନରେ ଥିବା କ୍ରସର୍ ଏବଂ ଅନ୍ୟ ସଂସ୍ଥାରେ ଆଜି କ୍ରାଇମବ୍ରାଞ୍ଚର ଜଣେ ଅଫିସରଙ୍କ ନେତୃତ୍ୱରେ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ କରିଛନ୍ତି । ସେପଟେ ରାଜା ଚକ୍ରଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି । କୋଟି କୋଟି ଟଙ୍କା ହେରଫେର ମାମଲା ଥିବାରୁ ଜାମିନ୍ ଖାରଜ କରିଛନ୍ତି ବାଲେଶ୍ବର ଓପିଆଇଡି କୋର୍ଟ ।

Tags: bailraja chakra
ShareTweetShareSend
Sanchar Live

Sanchar Live

Next Post
ଓଜନ କମେଇବାକୁ ଚାହଁ।ନ୍ତି କି? ପିଅନ୍ତୁ କିସମିସ ପାଣି

ଓଜନ କମେଇବାକୁ ଚାହଁ।ନ୍ତି କି? ପିଅନ୍ତୁ କିସମିସ ପାଣି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.