Tuesday, November 3, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଓଡ଼ିଶାର ୨୬ଟି ସଡ଼କ ଓ ୨ଟି ସେତୁ ପ୍ରକଳ୍ପକୁ ମଞ୍ଜୁର କଲେ କେନ୍ଦ୍ର ସରକାର

Sanchar Live by Sanchar Live
April 6, 2025
in ଓଡିଶା
0
0
SHARES
104
VIEWS
Facebook
Twitter

ଓଡ଼ିଶାର ୨୬ଟି ସଡ଼କ ଓ ୨ଟି ସେତୁ ପ୍ରକଳ୍ପକୁ ମଞ୍ଜୁର କଲେ କେନ୍ଦ୍ର ସରକାର । ପିଏମ ଜନମନ ଯୋଜନାରେ ସଡ଼କ ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏହି ଯୋଜନାରେ ରାଜ୍ୟରେ ୬୩.୨୭୧ କିଲୋମିଟର ରାସ୍ତା ନିର୍ମାଣ କରାଯିବ । ମନ୍ତ୍ରଣାଳୟ ଏଥିପାଇଁ ଓଡ଼ିଶାକୁ ୬୯ କୋଟି ୬୫ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେବ। ବର୍ତ୍ତମାନ ସୁଦ୍ଧା ପିଏମ ଜନମନ ଯୋଜନାରେ ଓଡ଼ିଶା ପାଇଁ ୨୧୧.୧୪ କିଲୋମିଟର ଲମ୍ବ ୬୬ଟି ସଡ଼କ ପ୍ରକଳ୍ପ ଏବଂ ୪ଟି ସେତୁ ପ୍ରକଳ୍ପକୁ ମଞ୍ଜୁର କରାଯାଇଛି। ଏ ବାବଦରେ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ୨୧୯ କୋଟି ୪୦ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେଇଛନ୍ତି।

ପିଏମ୍ ଜନ ମନ ଯୋଜନାରେ, ଅତି ପଛୁଆ ଜନଜାତି ଗୋଷ୍ଠୀ ବସତିକୁ ସବୁଦିନିଆ ସଡ଼କ ଯୋଗାଯୋଗ ପ୍ରଦାନ କରାଯାଉଛି। ଏହାଦ୍ବାରା ପିଭିଟିଜି ସମ୍ପ୍ରଦାୟ ବହୁଳ କ୍ଷେତ୍ରରେ ସାମାଜିକ ଓ ଆର୍ଥିକ ଉନ୍ନତି ହୋଇପାରିବ। ଗ୍ରାମାଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥା ଉନ୍ନତ ହେବ, ଉପାନ୍ତ ଗାଁ ଓ ସହରୀ କେନ୍ଦ୍ର ମଧ୍ୟରେ ବ୍ୟବଧାନ ଦୂର ହେବ। ସ୍ଥାନୀୟ ଅଞ୍ଚଳର ବିକାଶ ସହ ବାଣିଜ୍ୟ କାରବାର, ସ୍ୱାସ୍ଥ୍ୟ ସେବା, ଶିକ୍ଷା, ବଜାର ଭଳି ସୁବିଧାସୁଯୋଗ ପହଞ୍ଚି ପାରିବ। ଏହାଦ୍ୱାରା ରୋଜଗାର ସୃଷ୍ଟି ହେବା ସହିତ ସ୍ଥାନୀୟ ଅର୍ଥବ୍ୟବସ୍ଥାକୁ ପ୍ରୋତ୍ସାହନ ମିଳିବ।

Related posts

ଭିଏଏମ୍ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

ଭିଏଏମ୍ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

November 3, 2026
ନେରିଡ଼ିୱାଲସାରେ ଓଡ଼ିଶା-ଆନ୍ଧ୍ର ପୁଲିସ ମୁହାଁମୁହିଁ

ନେରିଡ଼ିୱାଲସାରେ ଓଡ଼ିଶା-ଆନ୍ଧ୍ର ପୁଲିସ ମୁହାଁମୁହିଁ

November 3, 2026
Tags: Bridgenhodisha

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଭିଏଏମ୍ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି
  • ସୋନମ ୱାଙ୍ଗଚୁକଙ୍କୁ ବଡ଼ ଝଟକା
  • ନେରିଡ଼ିୱାଲସାରେ ଓଡ଼ିଶା-ଆନ୍ଧ୍ର ପୁଲିସ ମୁହାଁମୁହିଁ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.