Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ମୁମ୍ବାଇକୁ ୧୨ ରନରେ ହରାଇଲା ବେଙ୍ଗାଲୁରୁ

Sanchar Live by Sanchar Live
April 7, 2025
in କ୍ରୀଡ଼ା
0
ମୁମ୍ବାଇକୁ ୧୨ ରନରେ ହରାଇଲା ବେଙ୍ଗାଲୁରୁ
0
SHARES
5
VIEWS
FacebookTwitter

ମୁମ୍ବାଇଠାରେ ସୋମବାର ଖେଳାଯାଇଥିବା ଆଇପିଏଲର ଏକ ଲିଗ ମ୍ୟାଚରେ ମୁମ୍ବାଇକୁ ୧୨ ରନରେ ହରାଇ ଦେଇଛି ବେଙ୍ଗାଲୁରୁ । ବିଜୟ ପାଇଁ ୨୨୨ ରନର ଏକ ବଡ଼ ଲକ୍ଷ୍ୟ ଥିଲେ ବି ମୁମ୍ବାଇ ଲଢୁଆ ପ୍ରଦର୍ଶନ କରିଥିଲା, କିନ୍ତୁ ବିଜୟଠାରୁ ମାତ୍ର ୧୨ ରନ ପଛରେ ରହିଯାଇଥିଲା । ଦଳ ପକ୍ଷରୁ ତିଳକ ବର୍ମା ୫୬ ରନ, ହାର୍ଦ୍ଦିକ ପାଣ୍ଡ୍ୟା ୪୨, ସୂର୍ଯ୍ୟକୁମାର ୨୮ ରନ କରିଥିଲେ । ରିୟାନ ରିକଲସନ ୧୭ ଓ ଓ୍ବିଲ ଜାକ୍ସ ୨୨ ରନ କରିଥିଲେ ।
ଏହି ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ବେଙ୍ଗାଲୁରୁ ଆରମ୍ଭରୁ ଫିଲିପ ସଲ୍ଟଙ୍କ ଓ୍ବିକେଟ ହରାଇ ସଂକଟରେ ପଡ଼ିଥିଲା । ତେବେ ବିରାଟ କୋହଲି ଓ ଦେବଦତ୍ତ ପଡ଼ିକଲ୍ଲଙ୍କ ମଧ୍ୟ ଏକ ଲଢୁଆ ଭାଗିଦାରୀ ଦେଖିବାକୁ ମିଳିଥିଲା । ବିରାଟ ୬୭ ରନ କରିଥିବାବେଳେ ପଡିକଲ୍ଲ ୩୭ ରନ କରିଥିଲେ । ସେହିପରି ରଜତ ପଟିଦାର ୬୪ ରନର ଉପଯୋଗୀ ପାଳି ଖେଳିଥିଲେ ।
ଶେଷ ଓଭରଗୁଡ଼ିକରେ ଜିତେଶ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଥିଲା । ସେ ମାତ୍ର ୧୯ଟି ବଲରେ ୪୦ ରନ କରିଥିଲେ । ଦଳ ନିର୍ଦ୍ଧାରିତ ୨୦ ଓଭରରେ ୨୨୧ ରନ କରିଥିଲା ।
ମୁମ୍ବାଇ ପକ୍ଷରୁ ହାର୍ଦ୍ଦିକ ପାଣ୍ଡ୍ୟା ଓ ଟ୍ରେଣ୍ଟ ବୋଲ୍ଟ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ । ସେହିପରି ବିଘ୍ନେଶ ପୁଥୁର ଗୋଟିଏ ଓ୍ବିକେଟ ନେଇଥିଲେ ।

Tags: ipl 2025Mivrsrcb
ShareTweetShareSend
Sanchar Live

Sanchar Live

Next Post
ଆଜି ଏହି ରାଶିର ଲୋକେ ସ୍ୱାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ

ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.