Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଜଳିଗଲା ବସ

Sanchar Live by Sanchar Live
April 8, 2025
in ଓଡିଶା
0
ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଜଳିଗଲା ବସ
0
SHARES
28
VIEWS
FacebookTwitter

ଜଳିଗଲା ଟୁରିଷ୍ଟ ବସ୍ । ପୁରୀ ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ ହୋଇଛି । ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍ । ରାସ୍ତାରେ ଛିଡ଼ା ହୋଇଥିବାବେଳେ ଅଚାନକ ଲାଗିଲା ନିଆଁ । ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। କେଉଁ କାରଣରୁ ବସ୍‌ରେ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ । ଖବର ପାଇ ପୋଲିସ ଓ ଦମକଳ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି । ନିଆଁ ଲାଗିବା ପରେ ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା ।

ସେହିପରି ଆଜି ସକାଳୁ ପୂର୍ତ୍ତବିଭାଗ କାର୍ଯ୍ୟାଳୟ ପଛ ପଟେ ଅଗ୍ନିକାଣ୍ଡ ଘଟିଥିଲା । ହୁତୁ ହୁତୁ ହୋଇ ଜଳିଗଲା ପୁରୁଣା ବ୍ୟାରିକେଡ । ଲୁହା ଓ ପ୍ଳାଷ୍ଟିକ ଓ କାଠରେ ନିର୍ମିତ ବ୍ୟାରିକେଡ ରେ ନିଆଁ ଲାଗିବାରୁ ସମ୍ପୂର୍ଣ୍ଣ ପରିବେଶ ଧୂଆଁମୟ ହୋଇଯାଇଥିଲା । ହେଲେ କାହାର କିଛି କ୍ଷତି ଘଟିନାହିଁ । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

Tags: bus firemalatipatapurpuri
ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀରେ ଓଡ଼ିଶା ନିବେଶକ ସମ୍ମିଳନୀ: ଆସିବ ୩୦,୫୯୫ କୋଟିର ନିବେଶ

ଦିଲ୍ଲୀରେ ଓଡ଼ିଶା ନିବେଶକ ସମ୍ମିଳନୀ: ଆସିବ ୩୦,୫୯୫ କୋଟିର ନିବେଶ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.