Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଖଣି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଉପବାଚସ୍ପତିଙ୍କ ଚିଠି

Sanchar Live by Sanchar Live
April 9, 2025
in ରାଜନୀତି
0
ଖଣି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଉପବାଚସ୍ପତିଙ୍କ ଚିଠି
0
SHARES
24
VIEWS
FacebookTwitter

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାନସଭା ଉପବାଚସ୍ପତି ଭବାନୀ ଭୋଇ । ସୁନ୍ଦରଗଡରେ ଯାହା ଚାଲିଛି ତାହା ସ୍ପଷ୍ଟ କରିଦେଲେ ଉପବାଚସ୍ପତି । ରାଜ୍ୟ ସରକାରଙ୍କ ସମ୍ମୁଖରେ ସମସ୍ତ ସତ ରଖିଲେ ଭବାନୀ ଭୋଇ । ଖଣି ଚୋରି ସମ୍ପର୍କରେ ମୁଖ୍ୟମନ୍ତ୍ରୀ କଲେ ଅବଗତ । ହେମଗିରିରେ କୋଇଲା ଓ ବଣାଇରେ ଆଇରନ, ମାଙ୍ଗାନିଜ ଖୁଲମଖୁଲା ଚୋରି ହେଉଥିବା କହିଛନ୍ତି । ଏଥରେ ଜିଲ୍ଲା ପ୍ରଶାସନର ବଡ଼ ବଡ଼ ଅଧିକାରୀ, ଜଙ୍ଗଲ ବିଭାଗର ଅଧିକାରୀ, ଖଣି ବିଭାଗର ଅଧିକାରୀ ସିଧାସଳଖ ସମ୍ପୃକ୍ତ ଥିବା ଦର୍ଶାଇଛନ୍ତି ।

ବେଆଇନ ଖଣି ଖନନ ଓ କୋଇଲା ଉତ୍ତୋଳନ କରୁଛନ୍ତି ମାଫିଆ । ଅତିଶୀଘ୍ର ଉଚ୍ଚସ୍ତରୀୟ ତଦନ୍ତ ପାଇଁ କଲେ ନିବେଦନ । ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା କର୍ମଚାରୀଙ୍କ ପ୍ରତି କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଜାଣିଛନ୍ତି । ଅବୈଧ ଖଣିକୁ ବନ୍ଦ କରିବା ପାଇଁ ଟାକ୍ସ ଫୋର୍ସ ଗଠନ ପାଇଁ ଦାବି କରିଛନ୍ତି । ଏହା ସହ ରାଜ୍ୟର ସମସ୍ତ ବୋର୍ଡର ଅଞ୍ଚଳରେ ଜୋରଦାର ଚେକିଂ ପାଇଁ ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି ।

Tags: Bhabani bhoicm mohanmajhimohanmajhi
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.