Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କାଲିଠୁ ଓଡିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ

Sanchar Live by Sanchar Live
April 10, 2025
in ଓଡିଶା
0
କାଲିଠୁ ଓଡିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ
0
SHARES
32
VIEWS
FacebookTwitter

କାଲିଠୁ ଓଡିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ । ବିଜୁ ସ୍ୱାସ୍ଥ୍ୟ କାର୍ଡର ସ୍ଥାନ ନେବ ଏହି ଯୋଜନା । କଟକରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଆୟୁଷ୍ମାନ ଯୋଜନା ଆରମ୍ଭ ହେବାକୁ ଯାଉଛି । ଆୟୁଷ୍ମାନ ଭାରତରେ ପରିବାରର ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଁଏ କାର୍ଡ ମିଳିବ । ଦେଶର ୨୯୦୦୦ ହସ୍ପିଟାଲରେ ରୋଗୀ ଚିକିତ୍ସା ସୁବିଧା ପାଇବେ ।

କଟକ ବାଲିଯାତ୍ରା ତଳ ପଡିଆରେ ୬ ବର୍ଷ ପରେ ଆରମ୍ଭ ହେବାକୁ ଯାଉଛି ବିଜେପିର ଡ୍ରିମ ପ୍ରୋଜେକ୍ଟ ଆୟୁଷ୍ମାନ ଭାରତ । ଏଠାରେ ଆୟୋଜିତ ବିରାଟ ସଭାରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି.ନଡ୍ଡା, ମୁଖ୍ୟମନ୍ତ୍ରୀଙ୍କ ସମେତ ବରିଷ୍ଠ ମନ୍ତ୍ରୀ, ନେତାଙ୍କ ଉପସ୍ଥିତରେ ଲୋକଙ୍କୁ ବଣ୍ଟାଯିବ ଆୟୁଷ୍ମାନ କାର୍ଡ । କାଲି ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ଆରମ୍ଭ ହେବ । କେନ୍ଦ୍ର ସରକାରଙ୍କ ବାରମ୍ବାର ଅନୁରୋଧ ସତ୍ତ୍ୱେ ୨୦୧୮ରୁ ଏହି ଯୋଜନାକୁ ଲାଗୁ କରୁନଥିଲେ ପୂର୍ବ ବିଜେଡି ସରକାର । ନିଜସ୍ୱ ବିଜୁ ସ୍ୱାସ୍ଥ୍ୟ କାର୍ଡ ଯୋଜନା ଚଳାଇଥିଲେ ସରକାର । ଏବେ ଏହି ବିଏସକେୱାଇ ଯୋଜନାର ସ୍ଥାନ ନେବ ଆୟୁଷ୍ମାନ ଯୋଜନା ।

କାଲି ପ୍ରାଥମିକ ଭାବେ କିଛି ଲୋକଙ୍କୁ ଆୟୁଷ୍ମାନ କାର୍ଡ ଦେବା ପାଇଁ ନୂଆ କାର୍ଡ ପ୍ରସ୍ତୁତ ହୋଇ ରହିଛି । ଆୟୁଷ୍ମାନ ଯୋଜନାରେ ରାଜ୍ୟରେ ସାଢ଼େ ୩ କୋଟି ୪୬ ଲକ୍ଷ ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ । ଉପକୃତ ହେବେ ୧କୋଟି ୩ ଲକ୍ଷରୁ ଅଧିକ ପରିବାର । ରୋଗୀଙ୍କୁ କ୍ୟାସଲେସ୍ ସୁବିଧା ଦିଆଯିବ। ପରିବାରର ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଁଏ କାର୍ଡ ମିଳିବ । ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳୁଥିଲା । ଦେଶର ୨୯୦୦୦ ଘରୋଇ ଓ ସରକାରୀ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ପରିବାର ପିଚ୍ଛା ବାର୍ଷିକ ୫ ଲକ୍ଷ ଟଙ୍କା ଚିକିତ୍ସା ସୁବିଧା ମିଳିବ । ମହିଳାଙ୍କ ପାଇଁ  ପରିବାର ପିଚ୍ଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଚିକିତ୍ସା ସୁବିଧା ମିଳିବ । ୭୦ ବର୍ଷରୁ ଅଧିକ ଲୋକଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ ।

କାଲି ଆୟୁଷ୍ମାନ ଯୋଜନା କାର୍ଯ୍ୟକ୍ରମର ପ୍ରଚାର ଓ ପ୍ରସାର ପାଇଁ ମନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଛି । କଟକ ବାଦ୍ ୧୨ଟି ଜିଲ୍ଲାରେ ମନ୍ତ୍ରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ।

Tags: ayushmanbharatyojanaodisha
ShareTweetShareSend
Sanchar Live

Sanchar Live

Next Post
ଖରାଦିନେ ଲେମ୍ବୁ ପାଣି ପିଉଛନ୍ତି କି?

ଖରାଦିନେ ଲେମ୍ବୁ ପାଣି ପିଉଛନ୍ତି କି?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?
  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.