Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମୋଟୁ ଅଞ୍ଚଳ ବୁଲି ଦେଖିଲା କଂଗ୍ରେସ ଟିମ

Sanchar Live by Sanchar Live
August 17, 2024
in ଓଡିଶା
0
ମୋଟୁ ଅଞ୍ଚଳ ବୁଲି ଦେଖିଲା କଂଗ୍ରେସ ଟିମ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ପୋଲାଭରମରେ କ୍ଷତିଗ୍ରସ୍ତ ହେବାକୁ ଥିବା ମୋଟୁ ଅଞ୍ଚଳ ବୁଲି ଦେଖିଛି କଂଗ୍ରେସର ଏକ ଟିମ । ମୋଟୁ ବ୍ଲକର ସମ୍ଭାବ୍ଯ ପ୍ରଭାବିତ ଅଂଚଳ ଗସ୍ତ କରିଛନ୍ତି ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ସମେତ କୋରାପୁଟ ସାଂସଦ ସପ୍ତଗିରି ଉଲାକା ଓ ସ୍ଥାନୀୟ ୪ ବିଧାୟକ । ସେମାନେ ହେଲେ ଲକ୍ଷ୍ମୀପୁର, ରାୟଗଡା ,ବିଷମକଟକ ଓ ଗୁଣୁପୁର ବିଧାୟକ ।

ଆଜି ମୋଟୁରେ ପହଞ୍ଚି ଲୋକଙ୍କ ସହିତ ଆଲୋଚନା କରିଛନ୍ତି l ମୋଟୁ ତହସିଲର ମୁଗି ପଏଣ୍ଟ, ବିନାୟକପୁର, ଆଲମା, ବାରିବାନଞ୍ଛା, ପେଟା, ମୁରୁଲିଗୁଡା ଓ ରେଡିପାଲ ଗାଁରେ ପହଞ୍ଚି ଲୋକମାନଙ୍କ ସହ ଆଲୋଚନା କରିଛନ୍ତି  । ସରଜମିନ ତଦନ୍ତ କରି ରାହୁଲ ଗାନ୍ଧୀଙ୍କୁ ରିପୋର୍ଟ ଦେବେ l ପୋଲାଭରମ ସମ୍ପୂର୍ଣ୍ଣ ହେଲେ ସୀମାନ୍ତ ମୋଟୁ, ଆଲମା, ବିନାୟକପୁର ଓ ପେଟା ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯିବ । ସେହିଭଳି ୧୩୦ ଖଣ୍ଡ ଗାଁ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯିବ l ୨୦୧୪ ମସିହାରେ ପୂର୍ବ ଉପା ସରକାର ପୋଲାଭରମକୁ ଜାତୀୟ ପ୍ରକଳ୍ପ ମାନ୍ୟତା ପ୍ରଦାନ କରିଥିଲେ ।  ଯଦି ପୋଲାଭରମ ପ୍ରକଳ୍ପ ହୁଏ ତାହାହେଲେ ଆମକୁ କ୍ଷତି ପୂରଣ କିଏ ଦେବ ବୋଲି ସ୍ଥାନୀୟ ଲୋକେ ପ୍ରଶ୍ନ କରିଛନ୍ତି । ତେଣୁ ସ୍ଥିତି ଅନୁଧ୍ୟାନ ପରେ କଂଗ୍ରେସ ପରବର୍ତ୍ତୀ ପଦକ୍ଷେପ ନେବ ବୋଲି କହିଛନ୍ତି ସାଂସଦ ସପ୍ତଗିରି ଉଲ୍ଲାକା ।

Tags: congressmalkangirimotu
ShareTweetShareSend
Sanchar Live

Sanchar Live

Next Post
୪ ଦିନ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

୪ ଦିନ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.