Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୪ ଦିନ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

Sanchar Live by Sanchar Live
August 17, 2024
in ଓଡିଶା
0
୪ ଦିନ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
0
SHARES
20
VIEWS
FacebookTwitter

ସଂଚାର ବ୍ୟୁରୋ: ଦକ୍ଷିଣ ବାଙ୍ଗଲାଦେଶ ଓ ତତସଲଗ୍ନ ଅଂଚଳରେ ସକ୍ରିୟ ରହିଛି ଲଘୁଚାପ । ୧୯ ତାରିଖ ବେଳକୁ ଏହା ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବ । ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ କେଉଁଝର, ମୟୂରଭଞ୍ଜ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡା, ଗଜପତି, ଗଂଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ, କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୨୦ରୁ କମିବ ବର୍ଷାର ପରିମାଣ ।

 

Tags: odisharain
ShareTweetShareSend
Sanchar Live

Sanchar Live

Next Post
ନବୀନଙ୍କୁ ଭେଟିଲେ ’ଦମନ’ ଟିମ

ନବୀନଙ୍କୁ ଭେଟିଲେ ’ଦମନ’ ଟିମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.