Wednesday, November 4, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିହତ

Sanchar Live by Sanchar Live
April 12, 2025
in ଭାରତ
0
0
SHARES
8
VIEWS
Facebook
Twitter

ଜମ୍ମୁ-କାଶ୍ମୀରର ଅଖନୁର ସେକ୍ଟରରେ ନିୟନ୍ତ୍ରଣ ରେଖାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ କଲା ସେନା । ଅଖନୁର ସେକ୍ଟରରେ ଅନୁପ୍ରବେଶ ଉଦ୍ୟମ କରୁଥିବା ବେଳେ  ଆତଙ୍କବାଦୀଙ୍କ ସହିତ ଯବାନଙ୍କ ଗୁଳିବିନିମୟ ହୋଇଥିଲା । ଗୁଳିବିନିମୟରେ ଜଣେ ଯବାନ ସହିଦ ହୋଇଥିବା ବେଳେ ଜଣେ ଜୁନିୟର କମିଶଣ୍ଡ ଅଫିସର ଗୁରୁତର ହୋଇଛନ୍ତି । ସହିଦ ଯବାନ କୁଲଦୀପ ଚାନ୍ଦ ନାଇନ୍ ପଞ୍ଜାବ ରେଜିମେଣ୍ଟର ଜଣେ ସୈନିକ ଥିଲେ । ସେ ଗତ ରାତିରେ ସୁନ୍ଦରବାଣୀର କେରି-ବଟଲ୍ ଅଞ୍ଚଳର ନିୟନ୍ତ୍ରଣ ରେଖାରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ବିରୋଧୀ ଅପରେସନରେ ସାମିଲ ଥିଲେ ।

ଅଖନୁର ସେକ୍ଟର ବିଭିନ୍ନ ସ୍ଥାନରେ ଗାଡ଼ି ଚେକିଂ କରୁଛନ୍ତି ସୁରକ୍ଷାବାହିନୀ । ସେପଟେ ଜମ୍ମୁ-କାଶ୍ମୀରର କିସ୍ତୱାର ଜିଲ୍ଲାର ଛାତ୍ରୁ ଅଞ୍ଚଳରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି ।  ଯବାନଙ୍କ ଏନକାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।  ନିହତ ଆତଙ୍କବାଦୀଙ୍କ ମଧ୍ୟରୁ ଜୈଶ-ଏ-ମହମ୍ମଦର ଟପ୍ କମାଣ୍ଡର ସୈଫୁଲ୍ଲା ରହିଛି । ୯ ତାରିଖରୁ ଚାଲିଥିବା ଅପରେସନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ତିନି ଜଣ ଆତଙ୍କବାଦୀଙ୍କୁ ନିହତ କରିସାରିଛନ୍ତି

Related posts

ଆସାମର ହିମନ୍ତ ସରକାର ବହୁବିବାହ କରୁଥିବା ସରକାରୀ କର୍ମଚାରୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ

ଆସାମର ହିମନ୍ତ ସରକାର ବହୁବିବାହ କରୁଥିବା ସରକାରୀ କର୍ମଚାରୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ

November 4, 2026
ଦିଲ୍ଲୀରେ ବଢୁଛି ବାୟୁ ପ୍ରଦୂଷଣ, ନଭେମ୍ବର ଆରମ୍ଭରୁ AQI ୪୦୦ ପାର

ଦିଲ୍ଲୀରେ ବଢୁଛି ବାୟୁ ପ୍ରଦୂଷଣ, ନଭେମ୍ବର ଆରମ୍ଭରୁ AQI ୪୦୦ ପାର

November 4, 2026
Tags: enconterJammukashmir

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଆସାମର ହିମନ୍ତ ସରକାର ବହୁବିବାହ କରୁଥିବା ସରକାରୀ କର୍ମଚାରୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ
  • ମିଡ୍ ଟର୍ମ ଟେଷ୍ଟରେ ଫେଲ୍ ଟ୍ରମ୍ପ: ହାରିଲା ରିପବ୍ଲିକାନ୍ ପାର୍ଟି
  • ଦିଲ୍ଲୀରେ ବଢୁଛି ବାୟୁ ପ୍ରଦୂଷଣ, ନଭେମ୍ବର ଆରମ୍ଭରୁ AQI ୪୦୦ ପାର

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.