Wednesday, November 4, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ରାଜଧାନୀରେ କୁଆପଥର ବର୍ଷା

Sanchar Live by Sanchar Live
April 12, 2025
in ଓଡିଶା
0
0
SHARES
49
VIEWS
Facebook
Twitter

କାଳବୈଶାଖୀ ପ୍ରଭାବରେ ବର୍ଷା ଆଣିଛି ତାତିରୁ ଆଶ୍ବସ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ହ୍ରାସ ପାଇଛି ଦିନ ତାପମାତ୍ରା ।  ଆଜି ଭୁବନେଶ୍ୱରରେ ମଧ୍ୟ କାଳ ବୈଶାଖୀ ସାଙ୍ଗକୁ କୁଆପଥର ବର୍ଷା ହୋଇଛି ।  ଅଧିକାଂଶ ସ୍ଥାନର କାଳବୈଶାଖୀ ବର୍ଷା ଦ୍ବାରା ତାପମାତ୍ରା ୩ରୁ ୫ ଡିଗ୍ରୀ ହ୍ରାସ ପାଇଛି। ଆଗାମୀ ୩ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ଉପକୂଳ ଓଡ଼ିଶାର ୭ ଜିଲ୍ଲା ସମେତ ଅନ୍ୟ ଜିଲ୍ଲାମାନଙ୍କର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।

ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦କିମି ବେଗରେ ପବନ ପାଇଁ ୪ ଜିଲ୍ଲା ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦କିମି ବେଗରେ ପବନ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ଆସନ୍ତାକାଲି ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦କିମି ବେଗରେ ପବନ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଭଳି ସ୍ଥିତି ୧୮ ତାରିଖ ଯାଏ ଲାଗି ରହିବ। ୧୮ ତାରିଖ ଯାଏ କାଳବୈଶାଖୀର ପ୍ରଭାବରେ ବର୍ଷା ସହ ତାପମାତ୍ରା କମିବା ସମ୍ଭାବନା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Related posts

ଆସନ୍ତା ୭ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ

ଆସନ୍ତା ୭ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ

November 4, 2026
ଗିଡ଼ିପାବାଲିରେ ଉଦ୍ଧାର କାର୍ଯ୍ୟ ସ୍ଥଗିତ: ନିଖୋଜଙ୍କ ଅନ୍ତିମ ସଂସ୍କାର କରିବେ ପରିବାର

ଗିଡ଼ିପାବାଲିରେ ଉଦ୍ଧାର କାର୍ଯ୍ୟ ସ୍ଥଗିତ: ନିଖୋଜଙ୍କ ଅନ୍ତିମ ସଂସ୍କାର କରିବେ ପରିବାର

November 4, 2026
Tags: bhubaneswarrainweather reporet

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଆସନ୍ତା ୭ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ
  • ଗିଡ଼ିପାବାଲିରେ ଉଦ୍ଧାର କାର୍ଯ୍ୟ ସ୍ଥଗିତ: ନିଖୋଜଙ୍କ ଅନ୍ତିମ ସଂସ୍କାର କରିବେ ପରିବାର
  • ଆସାମର ହିମନ୍ତ ସରକାର ବହୁବିବାହ କରୁଥିବା ସରକାରୀ କର୍ମଚାରୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.