Wednesday, November 4, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

କଟକ – ଭୁବନେଶ୍ୱରରେ ପ୍ରବଳ ବର୍ଷା

Sanchar Live by Sanchar Live
April 15, 2025
in ଓଡିଶା
0
0
SHARES
22
VIEWS
Facebook
Twitter

କାଳବୈଶାଖୀ ପ୍ରଭାବରେ ଟ୍ଵିନ୍ ସିଟିରେ ବାଦଲ ଫଟା ବର୍ଷା। ଲଗାଣ ବର୍ଷାରେ ବେହାଲ ହୋଇଗଲା ଟ୍ଵିନ୍ ସିଟି । ତଳିଆ ଅଞ୍ଚଳରେ ପଶିଲା ନର୍ଦ୍ଦମା ପାଣି। ଜଳମଗ୍ନ ହୋଇଯାଇଛି ସହରର ଅନେକ ଅଂଚଳରେ। ବିଜୁଳି, ଘଡଘଡି ସହ ଜାରି ରହିଛି ବର୍ଷା।

ମଙ୍ଗଳବାର ଓ ବୁଧବାର ରାଜ୍ୟର କିଛି ସ୍ଥାନରେ ଭାରୀ ବର୍ଷା ଜାରି ରହିବ । ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଏହି ପୂର୍ବାନୁମାନ କରିଛି। ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଢେଙ୍କାନାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ। ବୁଧବାର ମଧ୍ୟ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

Related posts

ଆସନ୍ତା ୭ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ

ଆସନ୍ତା ୭ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ

November 4, 2026
ଗିଡ଼ିପାବାଲିରେ ଉଦ୍ଧାର କାର୍ଯ୍ୟ ସ୍ଥଗିତ: ନିଖୋଜଙ୍କ ଅନ୍ତିମ ସଂସ୍କାର କରିବେ ପରିବାର

ଗିଡ଼ିପାବାଲିରେ ଉଦ୍ଧାର କାର୍ଯ୍ୟ ସ୍ଥଗିତ: ନିଖୋଜଙ୍କ ଅନ୍ତିମ ସଂସ୍କାର କରିବେ ପରିବାର

November 4, 2026

ତେବେ ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ  ବର୍ଷା ସମ୍ଭାବନା।

Tags: odisharainweatherreport

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • କନିକା କପୁରଙ୍କ ବୈବାହିକ ଜୀବନରେ ଝଡ଼
  • OLX ରେ ଘର ଖୋଜୁଛନ୍ତି କି? ଠକ ମାଆ ପୁଅ ଗିରଫ
  • ଜାଣନ୍ତୁ କାହିଁକି ଲଗାତାର କମୁଛି ସୁନାଦର?

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.