Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଆରଜି କର ହସ୍ପିଟାଲର ଆଖପାଖ ଅଂଚଳରେ ଲାଗିଲା ଧାରା ୧୪୪

Sanchar Live by Sanchar Live
August 18, 2024
in ଭାରତ
0
ଆରଜି କର ହସ୍ପିଟାଲର ଆଖପାଖ ଅଂଚଳରେ ଲାଗିଲା ଧାରା ୧୪୪
0
SHARES
17
VIEWS
FacebookTwitter

ସଂଚାର ବ୍ୟୁରୋ: କୋଲକାତା ଆରଜି କର ହସ୍ପିଟାଲରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା। ଆରଜି କର ହସ୍ପିଟାଲର ଆଖପାଖ ଅଂଚଳରେ ଲାଗିଲା ଧାରା ୧୪୪। ଆଜିଠାରୁ ୨୪ ଅଗଷ୍ଟ ପର୍ୟ୍ୟନ୍ତ କୋଲକାତା ପୋଲିସ ପକ୍ଷରୁ ଧାରା ୧୪୪ ଜାରି ହୋଇଛି। ହସ୍ପିଟାଲରେ ଜୁନିଅର ଡାକ୍ତର ଉପରେ ଆକ୍ରମଣ କରାଯିବା ଘଟଣାକୁ ନେଇ କୋଲକାତା ହାଇକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କ ଉପରେ ତୀବ୍ରଭାବେ ବର୍ଷିଛନ୍ତି। ଏତେ ପୋଲିସ ସୁରକ୍ଷା ବ୍ୟବସ୍ଥା କଡାକଡି ଥିବା ସତ୍ତେ କିପରି ଭାବେ ଆରଜି କର ହସ୍ପିଟାଲରେ ଜୁନିଅର ଡାକ୍ତରଙ୍କ ଉପରେ ଦୁର୍ବୃତ୍ତ ଆକ୍ରମଣ କଲେ ବୋଲି ପଚାରିଛନ୍ତି ଅଦାଲତ। ଏହାସହ ଦୃର୍ବୁତ୍ତ ହସ୍ପିଟାଲକୁ ଭଙ୍ଗାରୁଜା କରିବା, ଲାଗିଥିବା ସିସିଟିଭିକୁ ଭାଙ୍ଗିବା ଏବଂ ହସ୍ପିଟାଲରେ ବ୍ୟବହୃତ ସଂରଞ୍ଜାମ ଭଙ୍ଗାରୁଜା କରିଥିଲେ। ଏଭଳି ଘଟଣା ଦ୍ଵାରା ମେଡିକାଲରେ ଥିବା ଅନେକ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ପ୍ରଭାବିତ ହୋଇଛନ୍ତି।

Tags: 144kolkata
ShareTweetShareSend
Sanchar Live

Sanchar Live

Next Post
୬ ଜେଏମଏମ ବିଧାୟକଙ୍କ ସହ ଦିଲ୍ଲୀ ଗଲେ ଚମ୍ପାଇ ସୋରେନ, ଝାଡ଼ଖଣ୍ଡରେ ତେଜିଲା ରାଜନୀତି

୬ ଜେଏମଏମ ବିଧାୟକଙ୍କ ସହ ଦିଲ୍ଲୀ ଗଲେ ଚମ୍ପାଇ ସୋରେନ, ଝାଡ଼ଖଣ୍ଡରେ ତେଜିଲା ରାଜନୀତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?
  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.