Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

୬ ଜେଏମଏମ ବିଧାୟକଙ୍କ ସହ ଦିଲ୍ଲୀ ଗଲେ ଚମ୍ପାଇ ସୋରେନ, ଝାଡ଼ଖଣ୍ଡରେ ତେଜିଲା ରାଜନୀତି

Sanchar Live by Sanchar Live
August 18, 2024
in ରାଜନୀତି
0
୬ ଜେଏମଏମ ବିଧାୟକଙ୍କ ସହ ଦିଲ୍ଲୀ ଗଲେ ଚମ୍ପାଇ ସୋରେନ, ଝାଡ଼ଖଣ୍ଡରେ ତେଜିଲା ରାଜନୀତି
0
SHARES
37
VIEWS
FacebookTwitter

ସଂଚାର ବ୍ୟୁରୋ: ଝାଡ଼ଖଣ୍ଡରେ ତେଜିଲା ରାଜନୀତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ବିଜେପିରେ ସାମିଲ ହେଉଥିବା ଚର୍ଚ୍ଚା। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ୬ ବିଧାୟକଙ୍କୁ ନେଇ ଦିଲ୍ଲୀରେ ପହଞ୍ଚିଲେ ପୂର୍ବତନ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ। ଦିଲ୍ଲୀରେ ବିଜେପିର ପ୍ରମୁଖ ନେତାଙ୍କ ସହ ସାକ୍ଷାତ କରିପାରନ୍ତି ଚମ୍ପାଇ। ନିଜର କିଛି କର୍ମଚାରୀଙ୍କୁ ନେଇ ଦିଲ୍ଲୀ ଯାଇଛନ୍ତି ଚମ୍ପାଇ ସୋରେନ। କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ସହ ଯୋଗାଯୋଗରେ ଅଛନ୍ତି ଚମ୍ପାଇ। ଦିଲ୍ଲୀ ଯାଇଥିବା ୬ ବିଧାୟକଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରୁନି।

ଗତକାଲି ରାତିରୁ ଚମ୍ପାଇ କୋଲକାତାରେ ଏକ ହୋଟେଲରେ ରହିଥିଲେ। ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ସହ ସାକ୍ଷାତ କରିଥିଲେ ଚମ୍ପାଇ।ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଆସାମ ଯିବାର ମଧ୍ୟ ସମ୍ଭାବନା ରହିଛି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଝାଡ଼ଖଣ୍ଡ ପ୍ରଭାରୀ ରହିଛନ୍ତି। ଝାଡ଼ଖଣ୍ଡରେ ହେମନ୍ତ ସୋରେନ ଜେଲରୁ ବାହାରିବା ପରେ ଚମ୍ପାଇ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ପଡିଥିଲା।

ଏହାକୁ ନେଇ ସେ ଅସନ୍ତୁଷ୍ଟ ଥିବା ଶୁଣିବାକୁ ମିଳୁଛି। ସେପଟେ ଚମ୍ପାଇଙ୍କ ଦିଲ୍ଲୀଗସ୍ତ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଝାଡଖଣ୍ଡ ବିଜେପି ପୂର୍ବତନ ଅଧ୍ୟକ୍ଷ ଦୀପକ ପ୍ରକାଶ। ଚମ୍ପାଇଙ୍କୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଯେପରି ହଟାଗଲା ଏହା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି କହିଛନ୍ତି ଝାଡ଼ଖଣ୍ଡର ପୂର୍ବତନ ବିଜେପି ସଭାପତି। ଗତ ଜୁଲାଇରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଚମ୍ପାଇ ସୋରେନ। ଚମ୍ପାଇ ଗତ ୨ ଫେବୃଆରୀରୁ ୩ ଜୁଲାଇ ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରେ ରହିଥିଲେ। ଝାଡ଼ଖଣ୍ଡର ସପ୍ତମ ମୁଖ୍ୟମନ୍ତ୍ରୀ ଥିଲେ ଚମ୍ପାଇ। ଝାଡ଼ଖଣ୍ଡର ଜଣେ ବରିଷ୍ଠ ରାଜନେତା ହିସାବରେ ଚମ୍ପାଇ ସୋରେନ ପରିଗଣିତ ହେଉଛନ୍ତି।

Tags: champi sorenjharkhanda
ShareTweetShareSend
Sanchar Live

Sanchar Live

Next Post
ବସ୍‌ ଓ ପିକ୍‌ଅପ୍‌ ମୁହାଁମୁହିଁ ଧକ୍କା, ୧୦ ମୃତ

ବସ୍‌ ଓ ପିକ୍‌ଅପ୍‌ ମୁହାଁମୁହିଁ ଧକ୍କା, ୧୦ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.