Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

ଯାତ୍ରା କାହାର ପୈତୃକ ସମ୍ପତ୍ତି ନୁହେଁ : ବାପି ପଣ୍ଡା

Sanchar Live by Sanchar Live
April 16, 2025
in ମନୋରଞ୍ଜନ
0
ଯାତ୍ରା କାହାର ପୈତୃକ ସମ୍ପତ୍ତି ନୁହେଁ : ବାପି ପଣ୍ଡା

Oplus_131072

0
SHARES
54
VIEWS
FacebookTwitter

ଭୁବନେଶ୍ୱର: ଯାତ୍ରା ଜଗତରେ ହଇଚଇ ସୃଷ୍ଟି କରିଛି କଳାକାର ମହାସଂଘ ଉପଦେଷ୍ଟା ବାପି ପଣ୍ଡାଙ୍କ ମନ୍ତବ୍ୟ । ଯାତ୍ରା ଜଗତକୁ ନେଇ ବାପି କହିଛନ୍ତି ଯାତ୍ରା କାହାର ପୈତୃକ ସମ୍ପତ୍ତି ନୁହେଁ ଯେ କଳାକାରକୁ ବ୍ୟାନ କରିହେବ । କଳାକାର ଚାହିଁଲେ ଯାତ୍ରା ଅନୁଷ୍ଠାନ ବନ୍ଦ ହୋଇଯିବ । ବିନା କାରଣ ଦର୍ଶାଅ ନୋଟିସରେ କେମିତି ବ୍ୟାନ କରିଦେଲେ । ନରି ପଣ୍ଡା ଓ ପ୍ରତାପ ମହାନ୍ତିଙ୍କୁ ବ୍ୟାନ କଲେ କେମିତି? ଆଜିର ଦିନରେ କଳାକାର ସୁରକ୍ଷିତ ନୁହନ୍ତି । ଆଇପିଏଲରେ ନିଲାମ ଭଳି ଯାତ୍ରା କଳାକାରଙ୍କ ନିଲାମୀ ହେଲେ ଫାଇଦା ହେବ । ନରି ପଣ୍ଡାଙ୍କୁ ମାଡ ମାରିବା ଘଟଣାରେ ପୋଲିସର ତଦନ୍ତ ନେଇ ସନ୍ଦେହ ରହିଛି । ଏସବୁ ଦେଖି ଘୃଣା ଆସିଗଲାଣି । ଯାତ୍ରା ଛାଡିବାକୁ ନିଷ୍ପତ୍ତି ନେବାକୁ ଭାବୁଛି ।

Tags: bapi pandajollywood
ShareTweetShareSend
Sanchar Live

Sanchar Live

Next Post
ଆଇସିୟୁ ଭେଣ୍ଟିଲେଟରରେ ଏୟାର ହଷ୍ଟେସଙ୍କୁ ଦୁଷ୍କର୍ମ ଅଭିଯୋଗ

ଆଇସିୟୁ ଭେଣ୍ଟିଲେଟରରେ ଏୟାର ହଷ୍ଟେସଙ୍କୁ ଦୁଷ୍କର୍ମ ଅଭିଯୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା
  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ
  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.