Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଜଷ୍ଟିସ ବି.ଆର. ଗଭାଇ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି

Sanchar Live by Sanchar Live
April 16, 2025
in ଭାରତ
0
ଜଷ୍ଟିସ ବି.ଆର. ଗଭାଇ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି
0
SHARES
8
VIEWS
FacebookTwitter

ଜଷ୍ଟିସ ବି.ଆର. ଗଭାଇ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି। ୫୨ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ବ ନେବେ ଜଷ୍ଟିସ ଗଭାଇ। ଜଷ୍ଟିସ ଗଭାଇଙ୍କ ନାମକୁ ସୁପାରିସ କଲେ ସିଜେଆଇ ସଞ୍ଜୀବ ଖାନ୍ନା। ତାଙ୍କ ନାମକୁ ଆଇନ ମନ୍ତ୍ରାଳୟ ନିକଟକୁ ନାଁ ପଠାଇଲେ ସିଜେଆଇ ଖାନ୍ନା। ଆସନ୍ତା ମେ ୧୪ରେ ସିଜେଆଇ ଭାବେ ଶପଥ ନେବେ ଜଷ୍ଟିସ ଗଭାଇ। ଜଷ୍ଟିସ ଭୂଷଣ ରାମକ୍ରିଷ୍ଣା ଗଭାଇ ଦୀର୍ଘ ଦିନ ଧରି ବିଚାରପତି ଅଛନ୍ତି। ଆସନ୍ତା ମେ ୧୩ରେ ଅବସର ନେବେ ସିଜେଆଇ ସଞ୍ଜୀବ ଖାନ୍ନା। ତା ପରଦିନ ନୂଆ ସିଜେଆଇ ଭାବେ ଶପଥ ନେବେ ଗଭାଇ। ପରବର୍ତ୍ତୀ ସିଜେଆଇ କିଏ ହେବେ ସେନେଇ ଜଷ୍ଟିସ ଖାନ୍ନାଙ୍କୁ ପ୍ରସ୍ତାବ ମାଗିଥିଲା କେନ୍ଦ୍ର ଆଇନ ମନ୍ତ୍ରାଳୟ। ତେବେ ଜଷ୍ଟିସ ଗଭାଇ କେବଳ ୬ ମାସ ଲାଗି ସିଜେଆଇ ପଦ ସମ୍ଭାଳିବେ। ଆସନ୍ତା ନଭେମ୍ବର ୨୫ରେ ତାଙ୍କ କାର୍ଯ୍ଯକାଳ ଶେଷ ହେବ

୧୯୬୦ ନଭେମ୍ବର ୨୪ରେ ଜନ୍ମ ମହାରାଷ୍ଟ୍ର ଅମରାବତୀରେ ଜନ୍ମଗ୍ରହଣ କରିଥିଲେ ଗଭାଇ। ୧୯୮୫ ମାର୍ଚ୍ଚ ୧୬ରେ ସେ ବାରରେ ଯୋଗ ଦେଇଥିଲେ। ବମ୍ବେ ହାଇକୋର୍ଟରେ ସେ ୧୯୮୭ରୁ ୧୯୯୦ ଯାଏ ପ୍ରାକ୍ଟିସ କରିଥିଲେ। ୨୦୦୦ ଜାନୁଆରୀ ୧୧ରେ ସେ ସରକାରୀ ଓକିଲ ଓ ପବ୍ଲିକ ପ୍ରସିକ୍ଯୁଟର ଭାବେ କାର୍ଯ୍ୟ କରିଥିଲେ। ୨୦୦୩ ନଭେମ୍ବର ୧୪ରେ ସେ ହାଇକୋର୍ଟର ଅତିରିକ୍ତ ଜଜ ଭାବେ କାର୍ଯ୍ୟରତ ଥିଲେ।

Tags: cjisuprime court
ShareTweetShareSend
Sanchar Live

Sanchar Live

Next Post
ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଏବଂ କଂଗ୍ରେସ ନେତା ଶ୍ରୀକାନ୍ତ ଜେନାଙ୍କ ବୈଠକକୁ ନେଇ ଚର୍ଚ୍ଚା

ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଏବଂ କଂଗ୍ରେସ ନେତା ଶ୍ରୀକାନ୍ତ ଜେନାଙ୍କ ବୈଠକକୁ ନେଇ ଚର୍ଚ୍ଚା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.