Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁବନେଶ୍ବରରେ ପହଞ୍ଚିଲେ ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ

Sanchar Live by Sanchar Live
April 17, 2025
in ଓଡିଶା
0
ଭୁବନେଶ୍ବରରେ ପହଞ୍ଚିଲେ ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ
0
SHARES
10
VIEWS
FacebookTwitter

ଭୁବନେଶ୍ବରରେ ପହଞ୍ଚିଲେ ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ।  ଆଜିର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ । ଏହି ଅବସରରେ ସେ ଓଡ଼ିଶାକୁ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟିଦେବାର ସୂଚନା ରହିଛି ।
ଆଜି ଅପରାହ୍ଣରେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ସାମିଲ ହୋଇ ନୀତିନ ଗଡ଼କରୀ ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକର୍ପଣ କରିବା କାର୍ଯ୍ୟକ୍ରମ ରହିଛି । ଏଥିରେ ୨ହଜାର ୯୦୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୧୩ଟି ଜାତୀୟ ରାଜପଥ, ୪୨୭ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୪ଟି ସିଆରଆଇଏଫ୍ ବ୍ରିଜର ଶିଳାନ୍ୟାସ ରହିଛି । ସେହିପରି ୮୪୧ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ୨ଟି ଜାତୀୟ ରାଜପଥକୁ ନୀତିନ ଗଡ଼କରି ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି ବୋଲି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।

ଓଡ଼ିଶା ଏବେ ରାସ୍ତା ସଂଯୋଗୀକରଣରେ ସାରା ଦେଶରେ ୮ ନମ୍ୱର ସ୍ଥାନରେ ରହିଥିବା ବେଳେ ଖୁବ୍ ଶୀଘ୍ର ଯେପରି ପ୍ରଥମ ସ୍ଥାନ ହାସଲ କରିପାରିବ, ସେନେଇ କିଛି ବଡ଼ ଘୋଷଣା କରିପାରନ୍ତି । ବରମୁଣ୍ଡା ପଡ଼ିଆ କାର୍ଯ୍ୟକ୍ରମ ପୂର୍ବରୁ କଟକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜନ୍ମଜୟନ୍ତୀ ସମାରୋହରେ ସାମିଲ ହେବେ ନୀତିନ ଗଡ଼କରୀ । ତାଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିସନରେଟ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

Tags: nitin gadakariodisha
ShareTweetShareSend
Sanchar Live

Sanchar Live

Next Post
ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?
  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.