Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପାରାଦୀପରେ ଟ୍ରାଫିକ ବ୍ଯବସ୍ଥାକୁ କରାଯିବ କଡ଼ାକଡ଼ି, ସିସିଟିଭି ନଜରରେ ରହିବ..

Sanchar Live by Sanchar Live
August 18, 2024
in ଓଡିଶା
0
ପାରାଦୀପରେ ଟ୍ରାଫିକ ବ୍ଯବସ୍ଥାକୁ  କରାଯିବ କଡ଼ାକଡ଼ି, ସିସିଟିଭି ନଜରରେ ରହିବ..
0
SHARES
19
VIEWS
FacebookTwitter

ସଂଚାର ବ୍ୟୁରୋ: ପାରାଦୀପରେ ସାମୟିକ ଭାବେ ସ୍ଥଗିତ ହେଲା ଟ୍ରକ ଆନ୍ଦୋଳନ । ପ୍ରଶାସନର ଆଲୋଚନା ଓ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି କ୍ରମେ ଆନ୍ଦୋଳନକୁ ସାମୟିକ ଭାବେ ସ୍ଥଗିତ ପାଇଁ ଟ୍ରକ ସଙ୍ଘ ନିଷ୍ପତ୍ତି ନେଇଛି । ତିନୋଟି ଟ୍ରକ ସଙ୍ଘ ଆନ୍ଦୋଳନ ଡାକରା ଦେଇଥିବାବେଳେ ସେମାନଙ୍କ ସହ ମିଳିତ ବୈଠକ କରି ପ୍ରଶାସନ ଆଲୋଚନା କରିଥିଲା । ବୈଠକର ନିଷ୍ପତ୍ତି ଅନୁସାରେ ପାରାଦୀପରେ ଟ୍ରାଫିକ ବ୍ଯବସ୍ଥାକୁ କଡ଼ାକଡ଼ି କରାଯିବ । ସିସିଟିଭି ନଜରରେ ରହିବ ଭୂତମୁଣ୍ଡାଇଠାରୁ ଅଠରବାଙ୍କୀ ପର୍ଯ୍ୟନ୍ତ ରାସ୍ତା । ଓଭରଟେକିଙ୍ଗ କରି ରାସ୍ତା ଜାମ କରୁଥିବା ଗାଡିର ଡ୍ରାଇଭର ଓ ମାଲିକଙ୍କ ଉପରେ ନିଆଯିବ ଦୃଢ କାର୍ଯ୍ୟନୁଷ୍ଠାନ ।  ରାତି ୧୨ରୁ ସକାଳ ୪ଟା ମଧ୍ଯରେ ପେଲେଟ ଆଇରନ ଗାଡି ଯାତାୟାତ କରିବ ବୋଲି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ ।

Tags: paradipatruck strike
ShareTweetShareSend
Sanchar Live

Sanchar Live

Next Post
ଏଥର ଗଣେଶ ପୂଜାରେ ଭୁବନେଶ୍ୱରରେ ଡିଜେ ବନ୍ଦ

ଏଥର ଗଣେଶ ପୂଜାରେ ଭୁବନେଶ୍ୱରରେ ଡିଜେ ବନ୍ଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.