Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପୋପ ଫ୍ରାନସିସଙ୍କ ପରଲୋକ

Sanchar Live by Sanchar Live
April 21, 2025
in ଭାରତ
0
ପୋପ ଫ୍ରାନସିସଙ୍କ ପରଲୋକ
0
SHARES
7
VIEWS
FacebookTwitter

ଦୀର୍ଘ ସମୟ ଧରି ରୋଗଗ୍ରସ୍ତ ଥିବା ରୋମାନ କ୍ୟାଥଲିକ ଚର୍ଚ୍ଚର ପ୍ରମୁଖ ପୋପ ଫ୍ରାନସିସଙ୍କ ପରଲୋକ ଘଟିଛି । ୮୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ।  ସୋମବାର ଭେଟିକାନ ଚର୍ଚ୍ଚ ପକ୍ଷରୁ ଭିଡିଓ ବୟାନରେ ଏହାର ସୂଚନା ଦିଆଯାଇଛି । ଭେଟିକାନ ପକ୍ଷରୁ ଟେଲିଗ୍ରାମ ଚ୍ୟାଚେନଲରେ ଏହି ସନ୍ଦେଶ ଜାରି କରାଯାଇଛି । କାର୍ଡିନଲ କେଭିନ ଫେରଲ କହିଛନ୍ତି, ଆଜି ସକାଳ ୭ଟା ୩୫ରେ ରୋମର ବିଶପ ଫାଦର ଆଉ ଜଗତରେ ନାହାନ୍ତି ।

ପୋପ ଫ୍ରାନସିସ ଆଜି ଭାଟିକାନ ସିଟିରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ପରଲୋକରେ କ୍ୟାଥଲିକ ସମାଜରେ ଶୋକର ଲହରି ଖେଳି ଯାଇଛି । ଫ୍ରାନସିସଙ୍କୁ ଫେବୃଆରୀ ୧୪ରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ କୌଣସ ସୁଧାର ଆସି ନ ଥିଲା । ଖାସ୍ କଥା ଇଷ୍ଟର ସଣ୍ଡେରେ ପୋପ ଫ୍ରାନସିସ ଲୋକଙ୍କୁ ସମ୍ବୋଧିତ କରିଥିଲେ । ଏହି ସମୟରେ ବିଚାରର ସ୍ୱାଧୀନତା ଓ ସହିଷ୍ଣୁତା ଉପରେ ଆଲୋଚନା କରିଥିଲେ । ପୋପ ଫ୍ରାନସିସ ଲୋକଙ୍କୁ ଇଷ୍ଟର ଶୁଭକାମନା ଜଣାଇଥିଲେ।

 

Tags: passesawayPop
ShareTweetShareSend
Sanchar Live

Sanchar Live

Next Post
ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର STF ଟିମ୍

ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର STF ଟିମ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.