Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମର୍ମନ୍ତୁଦ ଦୁର୍ଘଟଣାରେ ୩ ମୃତ ଓ ୩ ଗୁରୁତର

Sanchar Live by Sanchar Live
April 22, 2025
in ଓଡିଶା
0
ମର୍ମନ୍ତୁଦ ଦୁର୍ଘଟଣାରେ ୩ ମୃତ ଓ ୩ ଗୁରୁତର
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ମର୍ମନ୍ତୁଦ ଦୁର୍ଘଟଣାରେ ୩ ମୃତ ଓ ୩ ଗୁରୁତର । ଯୋଡ଼ା ଡିଏଭି ସ୍କୁଲ ଫ୍ଲାଇଓଭର ନିକଟରେ ଦୁର୍ଘଟଣା ଘଟିଛି ।  ବାଇକ ସହ ବାଇକ ଧକ୍କା ପରେ ମାଡ଼ିଗଲା ଟ୍ରକ । ଏଯାଏ ମୃତକଙ୍କ ପରିଚୟ ମିଳପାରିନାହିଁ । ଗୁରୁତର ଆହତଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି ।  ଘଟଣା ସ୍ଥଳରେ ଯୋଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ ସୋମବାର ରାତି ପ୍ରାୟ ୯ଟା ହେବ ।  ଦୁଇଟି ବାଇକରେ ୬ ଜଣ ଯାତ୍ରା କରୁଥିଲେ । ଉଭୟ ବାଇକ୍ ବିପରୀତ ଦିଗରୁ ଆସି ମୁହାଁମୁହିଁ ଧକ୍କା ହୋଇଥିଲେ ।  ଦୁର୍ଘଟଣା ପରେ ବାଇକ ଚାଳକ ଓ ଆରୋହୀ ତଳେ ପଡ଼ିଯାଇଥିଲେ ।  ତେବେ ଠିକ୍ ସେତିକି ବେଳେ ଏକ ଅଜଣା ଟ୍ରକ୍ ସେମାନଙ୍କ ଉପରେ ମାଡ଼ି ଯାଇଥିଲା ।   ଘଟଣାସ୍ଥଳରେ ହିଁ ତିନି ଜଣଙ୍କ ମୃତ୍ୟୁ ହୋଇଥିଲା ।  ମୃତକମାନେ ହେଲେ ଯୋଡ଼ା ବ୍ଲକ୍ ଜରିବାହାଲ ଅଞ୍ଚଳର ମୋହନ ମୁଣ୍ଡା ଓ ମାସୀ ମୁଣ୍ଡା ଏବଂ ଝୁମ୍ପୁରା ବ୍ଲକ୍ କୁଞ୍ଜରଡିହି ଅଞ୍ଚଳର ବିଜୟ ମୁଣ୍ଡା ।  ଗୁରୁତରମାନଙ୍କୁ ଟାଟା ଷ୍ଟିଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଯୋଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

Tags: accidentjoda
ShareTweetShareSend
Sanchar Live

Sanchar Live

Next Post
ଲକ୍ଷେ ଛୁଇଁବ ସୁନାଦର, ଦାମ ଶୁଣିଲେ ଡର ଲାଗୁଛି

ଲକ୍ଷେ ଛୁଇଁବ ସୁନାଦର, ଦାମ ଶୁଣିଲେ ଡର ଲାଗୁଛି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.