Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

ମନି ଲଣ୍ଡ୍ରିଂ ମାମଲାରେ ସାଉଥ ସୁରପଷ୍ଟାର ମହେଶ ବାବୁଙ୍କୁ ଇଡିର ସମନ

Sanchar Live by Sanchar Live
April 22, 2025
in ମନୋରଞ୍ଜନ
0
ମନି ଲଣ୍ଡ୍ରିଂ ମାମଲାରେ ସାଉଥ ସୁରପଷ୍ଟାର ମହେଶ ବାବୁଙ୍କୁ ଇଡିର ସମନ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ସାଉଥ ସୁରପଷ୍ଟାର ମହେଶ ବାବୁଙ୍କୁ ଇଡିର ସମନ । ରିଅଲ-ଇଷ୍ଟେଟ ସହ ଜଡ଼ିତ ମନି ଲଣ୍ଡ୍ରିଂ ମାମଲାରେ ଇଡି ସମନ କରିଛି । ଏପ୍ରିଲ ୨୮ ତାରିଖ ପୂର୍ବରୁ ହାଇଦ୍ରାବାଦ ସ୍ଥିତି ଇଡି ଅଫିସରେ ହାଜର ହେବାକୁ ନିର୍ଦ୍ଦେଶ । ମନି ଲଣ୍ଡ୍ରିଂ ମାମଲାରେ ଜଡ଼ିତ କିଛି ସ୍ଥାନରେ ଚଢ଼ାଉ ବି କରାଯାଇଛି । ଏହାପରେ ମହେଶ ବାବୁଙ୍କୁ ସମନ ଜାରି କରାଯାଇଛି । ତେବେ ଏହି ମନି ଲଣ୍ଡ୍ରିଂ ମାମଲାରେ ଜଡ଼ିତ ଦୁଇଟି ରିଅଲ-ଇଷ୍ଟେଟ କମ୍ପାନୀ ସହ ଜଡ଼ିତ ମାମଲାରେ ଏହି ସମନ ହୋଇଛି ।

ତେବେ ଅଭିଯୋଗ ଅନୁସାରେ ଅଭିନେତା ମହେଶ ବାବୁଙ୍କୁ ମୋଟ ୫.୯ କୋଟି ଟଙ୍କା ପ୍ରଦାନ କରାଯାଇଛି । ୩.୪ କୋଟି ଟଙ୍କା ଚେକ୍ ମାଧ୍ୟମରେ ଦିଆଯାଇଥିବା ବେଳେ ବାକି ୨.୫ କୋଟି ଟଙ୍କା ନଗଦ ଦିଆଯାଇଥିଲା। ଏହି କାରବାରର ନଗଦ ଅଂଶ ଏବେ ଇଡିର ସ୍କାନରକୁ ଆସିଛି । ତେଣୁ ମହେଶ ବାବୁଙ୍କୁ ପଚରାଉଚରା ପାଇଁ ସମନ କରାଯାଇଛି ।

ରିଅଲ ଇଷ୍ଟେଟ ସହ ମନି ଲଣ୍ଡ୍ରିଂ ମାମଲା ଜଡ଼ିତ ଅଛି । ଠିକ୍ ସମୟରେ କାମ ସରିନଥିବା ସହ ଟଙ୍କା ହେରଫେର ଅଭିଯୋଗ ଥିବା ବେଳେ ୨ଟି ରିଅଲ ଇଷ୍ଟେଟ ଫାର୍ମର ବ୍ରାଣ୍ଡ ଆମ୍ବାସଡର ଥିଲେ ମହେଶ ବାବୁ । ବିଜ୍ଞାପନ ଚୁକ୍ତି ବାବଦରେ କୋଟି କୋଟି ଟଙ୍କା ନେଇଛନ୍ତି ମହେଶ ବାବୁ । ତେଣୁ ମାମଲାର ଖିଆ ଖୋଜିବାକୁ ମହେଶ ବାବୁଙ୍କୁ ସମନ କରିଛି ଇଡି ।

Tags: edmahesh babumoney landaring case
ShareTweetShareSend
Sanchar Live

Sanchar Live

Next Post
ଛଅ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ବାହାଘର ଭୋଜି ଖାଇ ଫେରୁଥିବାବେଳେ ନାବାଳିକାଙ୍କୁ ଗଣଦୁଷ୍କର୍ମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.