Monday, August 4, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲାଲୁଙ୍କୁ ଭବ୍ୟ ସ୍ୱାଗତ

Sanchar Live by Sanchar Live
April 22, 2025
in ରାଜନୀତି
0
ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲାଲୁଙ୍କୁ ଭବ୍ୟ ସ୍ୱାଗତ
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲାଲୁଙ୍କୁ ଭବ୍ୟ ସ୍ୱାଗତ । କଂଗ୍ରେସ ବିରୋଧୀ ଦଳ ନେତା ରାମଚନ୍ଦ୍ର କାଡ଼ାମ ଓ କଂଗ୍ରେସ ଯୁବ ନେତା ପ୍ରଦୀପ୍ତ ଦାଶଙ୍କ ନେତୃତ୍ୱରେ ବହୁ କଂଗ୍ରେସ ନେତା ଓ କର୍ମୀ ସ୍ୱାଗତ ଜଣାଇଥିଲେ । ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲାଲୁ ବିମାନ ବନ୍ଦର ପହଞ୍ଚିବା ପରେ ରାଜ୍ୟ ବିଜେପି ସରକାର ଉପରେ ବର୍ଷିଥିଲେ । ବିଜେପି ସରକାର ସମୟରେ ନାରୀ ଦୁଷ୍କର୍ମ, ମହିଳାଙ୍କ ପ୍ରତି ଅତ୍ୟାଚାର, ଆଦିବାସୀଙ୍କ ଜଙ୍ଗଲ ଜମିରେ ଅବିଚାର, ମିଛ କେଶରେ କଂଗ୍ରେସ କର୍ମୀଙ୍କୁ ଜେଲରେ ପୁରାଇବା, ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ସୋନିଆ ଗାନ୍ଧୀଙ୍କୁ ମିଛ ମାମଲାରେ ଫସାଇବା, ରାଜ୍ୟରେ ବ୍ୟାପକ ଖଣି ଲୁଟ ଘଟଣାର ସେ ତଦନ୍ତ ଦାବି କରିଛନ୍ତି । ଆସନ୍ତାକାଲି ଝାରପଡ଼ା ଜେଲରେ ମିଛ ମାମଲାରେ ଫସାଇଥିବା କଂଗ୍ରେସ କର୍ମୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ବର୍ତ୍ତମାନର ସରକାର ଦୁର୍ନୀତି, ଭ୍ରଷ୍ଟାଚାର ବିରୁଦ୍ଧରେ ଶ୍ୱର ଉତ୍ତୋଳନ ପାଇଁ ଆଗାମୀ ଦିନରେ କଂଗ୍ରେସ ଲଢେଢ଼େଇ ଜାରି ରହିଖିବ ବୋଲି କହିଛନ୍ତି କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲାଲୁ…

Tags: ajay kumar lallucongressodisha
ShareTweetShareSend
Sanchar Live

Sanchar Live

Next Post
ପୁରୀରେ ପାର୍ଲିଆମେଣ୍ଟାରୀ ଷ୍ଟାଣ୍ଡିଂ କମିଟି ସମୀକ୍ଷା ବୈଠକ

ପୁରୀରେ ପାର୍ଲିଆମେଣ୍ଟାରୀ ଷ୍ଟାଣ୍ଡିଂ କମିଟି ସମୀକ୍ଷା ବୈଠକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୧୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
  • ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ
  • ଧରା ପଡ଼ିଗଲା ସ୍ତ୍ରୀର ପରକୀୟ ପ୍ରୀତି, ପ୍ରେମିକ ସହ ବାହା କରେଇ ଦେଲେ..
  • ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବୁ : ବିଜେଡି
  • କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ଜାଣନ୍ତୁ କେଉଁ ମାମଲାରେ..

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.