Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜିର ରାଶିଫଳ

Sanchar Live by Sanchar Live
August 20, 2024
in ଜୀବନ ଶୈଳୀ
0
ଜାଣନ୍ତୁ ଆଜିର ରାଶିଫଳ
0
SHARES
15
VIEWS
FacebookTwitter

ମେଷ: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଅଫିସରେ ଆପଣଙ୍କୁ ନୂଆ କାମ ମିଳିବ। ପରିବାରରେ ଆନନ୍ଦ ଉଲ୍ଲାସର ବାତାବରଣ ରହିବ।

ବୃଷ: ପୂଜାପାଠରେ ସମୟ ବିତିବ। ଆପଣଙ୍କ ମନକୁ ଶାନ୍ତି ମିଳିବ। ନୂଆ କାରବାରରେ ପୁଞ୍ଜି ଲଗାଇବା ପୂର୍ବରୁ ଭଲଭାବେ ଯାଞ୍ଚ କରି ନିଅନ୍ତୁ।

ମିଥୁନ: ବ୍ୟବସାୟ କ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ। ନିଜକୁ ଠିକ୍ ପ୍ରମାଣ କରିବା ଲାଗି ସୁଯୋଗ ପାଇବେ। ଜୀବନସାଥୀଙ୍କ ସହ ରାତ୍ରିଭୋଜନ କରିବେ।

କର୍କଟ: ଜୀବନସାଥୀଙ୍କୁ କୋମଳ ସ୍ବରରେ କଥା କହନ୍ତୁ। ଲୋକେ ଆପଣଙ୍କ ପ୍ରସ୍ତାବରେ ସହମତ ହେବେ। ରାଜନୀତିରେ ସଫଳତା ପାଇବେ।

ସିଂହ: ନିର୍ମାଣ କାର୍ଯ୍ୟ କରୁଥିବା ଲୋକଙ୍କୁ ନୂଆ ପ୍ରୋଜେକ୍ଟ ମିଳିବ। ଅଫିସରେ ଆପଣଙ୍କ କାମରେ ବାଧା ଆସିପାରେ। ଖାଦ୍ୟପାନୀୟ ନେଇ ସତର୍କ ରହନ୍ତୁ।

କନ୍ୟା: ଉନ୍ନତିର ନୂଆ ସାଧନ ପାଇବେ। ଅନ୍ୟମାନଙ୍କ ସମ୍ମୁଖରେ ନିଜର କଥା ଭଲଭାବେ ରଖିବେ। ରାଜନେତାଙ୍କ ସାମାଜିକ ପ୍ରଭାବ ବଢ଼ିବ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।

ତୁଳା: ଅନ୍ତରଙ୍ଗ ବନ୍ଧୁ ଆପଣଙ୍କ ସହ ମିଶିବା ଲାଗି ଘରକୁ ଆସିବେ। ଅଧୁରା କାମ ପୂରା ହୋଇଯିବ। ସଂପତ୍ତି ବଢ଼ାଇବାର ଯୋଜନା ସଫଳ ହେବ।

ବିଛା: ଜୀବନରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ବ୍ୟବସାୟରେ ବକେୟା ଅର୍ଥ ପାଇବେ। ପରିବାର ସଦସ୍ୟଙ୍କ ମଧ୍ୟରେ ସମ୍ବନ୍ଧ ମଜଭୁତ ହେବ।

ଧନୁ: ଆପଣଙ୍କ ବ୍ୟବହାରରେ ଆଖପାଖର ଲୋକ ଖୁସି ରହିବେ। କାରବାରରେ ଉନ୍ନତି ହେବ। ପରିବାର ସହିତ ବିଶେଷ ପ୍ରସଙ୍ଗରେ ଆଲୋଚନା କରିବେ।

ମକର: ଆପଣଙ୍କ କାର୍ଯ୍ୟରେ ନୂତନତ୍ବ ଆସିବ। ପ୍ରେମୀଯୁଗଳ ଏକାଠି ଖୁସିର ମୁହୂର୍ତ୍ତ ଅତିବାହିତ କରିବେ। ଘରେ ଶୁଭ କାର୍ଯ୍ୟ‌ର ରୂପରେଖ ପ୍ରସ୍ତୁତ ହେବ।

‌କୁମ୍ଭ: କମ୍ ପରିଶ୍ରମରେ ଯଥେଷ୍ଟ ଲାଭ ପାଇବେ। ଆପଣଙ୍କ କ୍ୟାରିଅର୍‌ ଲାଗି ଭଲ ସୁଯୋଗ ଅପେକ୍ଷା କରି ରହିଛି। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ।

ମୀନ: ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ସାମାଜିକ କାର୍ଯ୍ୟ କରିବା ଲାଗି ଆପଣଙ୍କର ଆଗ୍ରହ ବଢ଼ିବ। କର୍ମଜୀବୀ ମହିଳାଙ୍କର ଦିନଟି ଭଲରେ କଟିବ।‌

 

Tags: horoscopeodisha
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ବିଧାନସଭାର ଦ୍ଵିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ଆଜିଠୁ ବିଧାନସଭାର ଦ୍ଵିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.