Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

କଳ୍ପନାଠୁ ବି ବଡ଼ ଦଣ୍ଡ ମିଳିବ: ମୋଦି

Sanchar Live by Sanchar Live
April 24, 2025
in ଭାରତ
0
0
SHARES
26
VIEWS
Facebook
Twitter

Related posts

ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର

ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର

November 7, 2026
ଦୁନିଆରେ ସବୁଠାରୁ ସୁନ୍ଦର ମହିଳାମାନେ କେଉଁ ଦେଶରେ ରୁହନ୍ତି? ଦେଖନ୍ତୁ ଲିଷ୍ଟ

ଦୁନିଆରେ ସବୁଠାରୁ ସୁନ୍ଦର ମହିଳାମାନେ କେଉଁ ଦେଶରେ ରୁହନ୍ତି? ଦେଖନ୍ତୁ ଲିଷ୍ଟ

November 7, 2026

ପହଲଗାଓଁ ଘଟଣା ପରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ଚେତାବନୀ ।ଷଡ଼ଯନ୍ତ୍ରକାରୀଙ୍କୁ କଳ୍ପନାଠାରୁ ବି ବଡ଼ ଦଣ୍ଡ ମିଳିବ ବୋଲି କହିଛନ୍ତି ମୋଦି। କେବଳ ପର୍ଯ୍ୟଟକଙ୍କୁ ନୁହେଁ, ଏହା ଭାରତର ଆତ୍ମାକୁ ଆକ୍ରମଣ ହୋଇଛି। ଆତଙ୍କବାଦୀଙ୍କୁ ସମୂଳେ ବିନାଶ କରିବା ସମୟ ଆସିଯାଇଛି କହିଲେ ମୋଦି। ଭାରତ ଆତ୍ମା ଉପରେ ଆକ୍ରମଣର ଦୁଃସାହସକୁ ମିଳିବ କଡ଼ା ଜବାବ। ଆକ୍ରମଣକାରୀଙ୍କୁ ଦଣ୍ଡ ନିଶ୍ଚିତ ଦିଆଯିବ। ବିହାରରେ ଆୟୋଜିତ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି ଚେତାବନୀ ଦେଇଛନ୍ତି ମୋଦି।

Tags: narendra modiPahalgam terrorist attack

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳି ଆପଣଙ୍କ ପାଇଁ କେମିତି? ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ରାଶିଫଳ
  • ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ
  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.