Tuesday, September 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନୂଆ ରାସନ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
April 24, 2025
in ଓଡିଶା
0
ନୂଆ ରାସନ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Oplus_131072

0
SHARES
14
VIEWS
FacebookTwitter

ପୁରୀ: ପୁରୀ ଜିଲ୍ଲା ତାଳବଣିଆଠାରେ ‘ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫’ ରାଜ୍ୟସ୍ତରୀୟ ସମାରୋହ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ୬ ଲକ୍ଷ ହିତାଧିକାରୀଙ୍କୁ  ନୂତନ ରାସନ କାର୍ଡ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କୁ ରାସନ କାର୍ଡ ବାଣ୍ଟିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାତ୍ମା ଗାନ୍ଧୀ କହୁଥିଲେ,‘ଭାରତ ଗ୍ରାମରେ ବାସ କରେ’। ଏଥିରେ କୌଣସି ଦ୍ଵିମତ ନାହିଁ । ଦେଶର ସମୁଦାୟ ଜନସଂଖ୍ୟାର ପ୍ରାୟ ୬୯ ପ୍ରତିଶତ ଗ୍ରାମରେ ବାସ କରନ୍ତି। ଓଡ଼ିଶାର ୮୩ ପ୍ରତିଶତ ଲୋକେ ଗ୍ରାମରେ ବାସ କରନ୍ତି । ତେଣୁ, ଯେତେଦିନ ପର୍ଯ୍ୟନ୍ତ ଗ୍ରାମର ବିକାଶ ହୋଇ ପାରିବ ନାହିଁ, ସେତେଦିନ ପର୍ଯ୍ୟନ୍ତ ଦେଶର ବିକାଶ ଅସମ୍ଭବ । ପ୍ରତ୍ୟେକ ଲୋକଙ୍କ ପାଖରେ କାର୍ଡ ପହଞ୍ଚିବ । ସେହିପରି ଆଗାମୀ ଦିନରେ ଆହୁରି ଲୋକଙ୍କୁ ରାସନ କାର୍ଡ ବଣ୍ଟାଯିବ ବୋଲି ନିଜ ଅଭିଭାଷଣରେ ଖାଉଟି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର କହିଛନ୍ତି  ।

ଏହି କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ୨ ଲକ୍ଷରୁ ଅଧିକ ନୂତନ ହିତାଧିକାରୀଙ୍କୁ  ୨୦୦ କୋଟିର ସିଧାସଳଖ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରି କହିଥିଲେ ଯେ ୩୧ ମାର୍ଚ୍ଚ ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ବ୍ୟକ୍ତିମାନେ ଦୁଇଟି କିସ୍ତିରେ ସେମାନଙ୍କର ସହାୟତା ପାଇବେ।

Tags: mohan majhiodishapurirasan card
ShareTweetShareSend
Sanchar Live

Sanchar Live

Next Post
ସୀମାଙ୍କୁ ତୁରନ୍ତ ପାକିସ୍ତାନକୁ ପଠାଇ ଦେବାକୁ ସୋସିଆଲ ମିଡିଆରେ ଦାବି

ସୀମାଙ୍କୁ ତୁରନ୍ତ ପାକିସ୍ତାନକୁ ପଠାଇ ଦେବାକୁ ସୋସିଆଲ ମିଡିଆରେ ଦାବି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.