Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

Sanchar Live by Sanchar Live
April 26, 2025
in ଓଡିଶା
0
ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ
0
SHARES
6
VIEWS
FacebookTwitter

ପୁରୀ : ରତ୍ନଭଣ୍ଡାର ମରାମତିକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ । ପୂର୍ବାହ୍ନ ୧୧ ଟା ଠାରୁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହେଉଛି ବୈଠକ । ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ହେଉଛି ବୈଠକ । ବୈଠକରେ ନିଷ୍ପତ୍ତି ହୋଇଛି ଯେ ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି । ଆସନ୍ତା ୨୯ରୁ ୨୭ ଜୁନ ଯାଏ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ । ମହାପ୍ରଭୁଙ୍କ ନୀତିକାନ୍ତି ଯୋଗୁ ବନ୍ଦ ରହିବ ମରାମତି କାର୍ଯ୍ୟ ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୈଠକର ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏଏସଆଇର ଅଧିକାରୀ, ତଢ଼ାଉ କରଣ,ଦେଉଳ କରଣ,ଭଣ୍ଡାର ମେକାପ ବୈଠକରେ ଉପସ୍ଥିତ ଥିଲେ । ଶ୍ରୀମନ୍ଦିରଭିତର ରତ୍ନଭଣ୍ଡାର ମରାମତି କାମ ପ୍ରାୟତଃ ଶେଷ ହୋଇଛି ।  ଗ୍ରାନାଇଟ ଫ୍ଲୋରିଂ କାମ ବାକି ଅଛି ।  ୨୭୭ ପଥର ଲାଗିଛ ।  ଭିତର ରତ୍ନଭଣ୍ଡାରରେ ୧୪୮ ଓ ବାହାର ରତ୍ନଭଣ୍ଡାରରେ ୧୧୫ ପଥର ଲାଗିଛି ।

Tags: odishapuriratnabhandar
ShareTweetShareSend
Sanchar Live

Sanchar Live

Next Post
ପାକିସ୍ତାନୀଙ୍କୁ ଖୋଜୁ ଖୋଜୁ ମିଳିଲେ ୫୦୦ରୁ ଅଧିକ ବାଂଲାଦେଶୀ

ପାକିସ୍ତାନୀଙ୍କୁ ଖୋଜୁ ଖୋଜୁ ମିଳିଲେ ୫୦୦ରୁ ଅଧିକ ବାଂଲାଦେଶୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.