Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ବିଜେପିର ସଦସ୍ୟତା ଅଭିଯାନ

Sanchar Live by Sanchar Live
August 20, 2024
in ରାଜନୀତି
0
ବିଜେପିର ସଦସ୍ୟତା ଅଭିଯାନ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟରେ ଏକକୋଟି ସଦସ୍ୟଙ୍କୁ ବିଜେପିରେ ସାମିଲ କରିବା ପାଇଁ ଆସନ୍ତା ସେପ୍ଟେମ୍ବର ୧ତାରିଖରୁ ସଦସ୍ୟତା ଅଭିଯାନ ଆରମ୍ଭ ହେବ। ଉଭୟ ଅନଲାଇନ୍ ଓ ଅଫଲାଇନରେ ୪୫ଦିନ ଧରି ଏହି ସଦସ୍ୟତା ଅଭିଯାନ ଚାଲିବ । ସଦସ୍ୟତା ଅଭିଯାନରେ ସବୁବର୍ଗର ଲୋକଙ୍କୁ ପ୍ରାଧାନ୍ୟ ଦିଆଯିବ । ଘରକୁ ଘର ବୁଲି ପ୍ରତ୍ୟକ୍ଷ ସମ୍ପର୍କ ସ୍ଥାପନ କରି ସଦସ୍ୟ ସଂଗ୍ରହ କରାଯିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ଆଜିର ରାଜ୍ୟସ୍ତରୀୟ କର୍ମଶାଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ ।

ସଦସ୍ୟତା ଅଭିଯାନ ପୂର୍ବରୁ ଆଜି ରାଜ୍ୟସ୍ତରୀୟ କର୍ମଶାଳାରେ ଅଧ୍ୟକ୍ଷତା କରି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି ଯେ,  ସଂଗଠନର ଆତ୍ମା ହେଉଛନ୍ତି ପ୍ରାଥମିକ ସଦସ୍ୟତା । ଭାରତୀୟ ଜନତା ପାର୍ଟିର ବିଚାରଧାରା ହିଁ ଏହି ଦଳକୁ ଅନ୍ୟ ରାଜନୈତିକ ଦଳଠାରୁ ଭିନ୍ନ ବୋଲି ପରିଚୟ ଦେଇଥାଏ । ବିଜେପି ଓଡ଼ିଶାରେ ଏକାକୀ ସରକାର ଗଠନ କରିବା ପରେ ପ୍ରଥମଥର ପାଇଁ ରାଜ୍ୟସ୍ତରୀୟ ସଦସ୍ୟତା ସଂଗ୍ରହ ଅଭିଯାନ କର୍ମଶାଳା ଆୟୋଜନ କରିଛି । ୨୫ବର୍ଷର ସରକାରକୁ ଧ୍ୱଂସ କରି ଗତ ନିର୍ବାଚନରେ ଜନତା ବିଜେପି ଉପରେ ଭରସା କରିଛନ୍ତି । ଏହି ସରକାର ଲୋକଙ୍କ ପାଇଁ କାମ କରି ଓଡ଼ିଶାବାସୀଙ୍କ ପ୍ରିୟଭାଜନ ହୋଇପାରିଛି । ଲୋକଙ୍କ ଏହି ଆଶାକୁ ଅଧିକ ମଜଭୁତ୍ କରିବା ପାଇଁ କାର୍ଯ୍ୟକର୍ତାଙ୍କୁ ଆଗକୁ ଆସି ଅଧିକ ଲୋକଙ୍କୁ ବିଜେପିରେ ସାମିଲ କରାଇବାକୁ ସେ ଆହ୍ୱାନ ଦେଇଛନ୍ତି ।

ସେଥିପାଇଁ ଦଳର ୩୬ଟି ସାଙ୍ଗଠନିକ ଜିଲ୍ଲାର ୩୬ହଜାର ବୁଥରୁ ପ୍ରାଥମିକ ସଦସ୍ୟତା ଅଭିଯାନ ହେବ । ବୈଷୟିକ ଜ୍ଞାନ, ବ୍ୟକ୍ତିଗତ ସମ୍ପର୍କ,ସାଂଗଠିକ ଶକ୍ତି ମିଶ୍ରଣରେ ବିପୁଳ ସଂଖ୍ୟାରେ ବିଜେପି ସଦସ୍ୟତା ଗଠନ କରିବ । ତୃଣମୂଳ ସ୍ତରରେ ସଙ୍ଗଠନକୁ ସୁଦୃଢ କରିବା ଏବଂ ନୂତନ ସଦସ୍ୟ ସଂଗ୍ରହ କରିବା ଏହି କର୍ମଶାଳାର ମୁଖ୍ୟ ଉଦ୍ଦେଶ୍ୟ । ଏଥିଲାଗି ରାଜ୍ୟରେ ଜାତି, ବର୍ଣ୍ଣ,ଅନୁସୂଚିତ ଜାତି,ଜନଜାତି, ମହିଳା, ଯୁବକ, ଛାତ୍ର, ଗରିବ, ମଧ୍ୟବିତ୍ତ ବର୍ଗ ମଧ୍ୟରେ ସଦସ୍ୟତା ଅଭିଯାନକୁ ତୀବ୍ର କରାଯିବ । ପ୍ରଥମ ଥର ମତଦାତାଙ୍କୁ ଦଳର ସଦସ୍ୟ ଭାବେ ସାମିଲ କରାଯିବ । ଏହି ଅଭିଯାନରେ ସରକାରୀ ଯୋଜନାର ଲାଭାର୍ଥୀ, ସ୍କୁଲ, କଲେଜ, ଛାତ୍ରାବାସ, ସହିଦଙ୍କ ପରିବାର ଏବଂ ବସ୍ତିରେ ବାସ କରୁଥିବା ବ୍ୟକ୍ତି ବିଶେଷମାନଙ୍କୁ ସଦସ୍ୟ କରିବା ପାଇଁ ପ୍ରାଥମିକତା ଦିଆଯିବ । ସଦସ୍ୟତା ଅଭିଯାନକୁ ମଲ୍‌, ହାଟ ବଜାର, ରେଳ ଷ୍ଟେସନ, ବସଷ୍ଟାଣ୍ଡ ତଥା ଅନ୍ୟାନ୍ୟ ଜନ ଏକତ୍ରୀକରଣ ସ୍ଥାନରେ କରାଯିବା ସହ ଛୋଟ ସଭା, ଡ୍ରାମା ଏବଂ ଛତା ଲଗାଇ ସାଧାରଣ ଜନତାଙ୍କୁ ମିସ୍ କଲ୍ ଦେବାପାଇଁ କୁହାଯିବ ବୋଲି ଶ୍ରୀ ସାମଲ କହିଛନ୍ତି ।

 

Tags: bjpodisha politics
ShareTweetShareSend
Sanchar Live

Sanchar Live

Next Post
ଭଗବାନଙ୍କ ଅବତାର ଥିଲେ ସାଇବାବା

ଭଗବାନଙ୍କ ଅବତାର ଥିଲେ ସାଇବାବା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.