Thursday, March 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ମେଡିକାଲ ଭିସାରେ ଭାରତରେ ଥିବା ପାକିସ୍ତାନ ନାଗରିକଙ୍କ ଆଜି ସରୁଛି ଡେଡଲାଇନ

Sanchar Live by Sanchar Live
April 29, 2025
in ରାଜନୀତି
0
ମେଡିକାଲ ଭିସାରେ ଭାରତରେ ଥିବା ପାକିସ୍ତାନ ନାଗରିକଙ୍କ ଆଜି ସରୁଛି ଡେଡଲାଇନ
0
SHARES
24
VIEWS
FacebookTwitter

ମେଡିକାଲ ଭିସାରେ ଭାରତରେ ଥିବା ପାକିସ୍ତାନ ନାଗରିକଙ୍କ ଆଜି ସରୁଛି ଡେଡଲାଇନ । ୨୯ ତାରିଖ ପର୍ଯ୍ୟନ୍ତ ସେମାନେ ଭାରତରେ ରହିପାରିବେ ବୋଲି କୁହାଯାଇଥିଲା । ତେବେ ଅନ୍ୟ ପାକିସ୍ତାନ ନାଗରିକଙ୍କୁ ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ଼ିବା ପାଇଁ ନିର୍ଦ୍ଦେଶ ରହିଥିଲା । ୨୭ ତାରିଖରେ ଡେଡଲାଇନ ସରିଥିଲେ ମଧ୍ୟ  ଏବେ ବି ଭାରତ ଛାଡିନାହାନ୍ତି ବହୁ ପାକିସ୍ତାନୀ ନାଗରିକ ।

ଏପଟେ ଓଡ଼ିଶାରେ ୧୨ଜଣ ପାକିସ୍ତାନ ନାଗରିକ ରହୁଥିବା ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କେବଳ ଜଣେ ମହିଳା ଓଡ଼ିଶା ଛାଡ଼ି ପାକିସ୍ତାନ ପଳାଇଛନ୍ତି । ଭୁବନେଶ୍ବରରେ ରହୁଥିବା ନଗମା ୟୁସୁଫ୍ କରାଚିରେ ପହଞ୍ଚିଛନ୍ତି । ଅନ୍ୟ ୧୦ ଜଣ ପାକ ନାଗରିକଙ୍କ ସଂପର୍କରେ କୌଣସି ସ୍ପଷ୍ଟ ସୂଚନା ନାହିଁ ।  ଭାରତ ଛାଡ଼ି ନଥିବା ପାକିସ୍ତାନ ନାଗରିକଙ୍କୁ ଗିରଫ କରାଯିବା ସହ ସେମାନଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶ ହୋଇପାରେ। ସେହିପରି ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ମଧ୍ୟ ହୋଇପାରେ। କଣ ହେବ ଆଇନଗତ କାର୍ଯ୍ୟାନୁଷ୍ଠାନ ତାକୁ ଅପେକ୍ଷା ରହିଥିବା ବେଳେ ଆଜି ମେଡିକାଲ ଭିସାରେ ଭାରତରେ ଥିବା ପାକିସ୍ତାନ ନାଗରିକଙ୍କ ଡେଡଲାଇନ ସରୁଛି ।

ଅନ୍ୟପଟେ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ପାକିସ୍ତାନୀ ନାଗରିକଙ୍କୁ ଚିହ୍ନଟ କରି ଭାରତ ସୀମା ଛାଡିବାକୁ ଗୃହ ମନ୍ତ୍ରାଳୟ ନିର୍ଦ୍ଦେଶ ଦେଇଛନ୍ତି । ଗୃହ ସଚିବ କନଫରେନ୍ସିଂ ଜରିଆରେ ବିଭିନ୍ନ ବିଭାଗର ମୁଖ୍ୟ ସଚିବଙ୍କ ସହିତ ଆଲୋଚନା କରିଥିଲେ । ଦେଶ ନଛାଡିଲେ ସେମାନଙ୍କ ପ୍ରତି କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପାକିସ୍ତାନୀ ନାଗରିକଙ୍କର ଦେଶ ନଛାଡିବାକୁ ବରଦାସ୍ତ କରାଯିବ ନାହିଁ ବୋଲି ସରକାର ସ୍ପଷ୍ଟ କରିଛନ୍ତି । ଆକ୍ରମଣ ପରେ ଭାରତ ତୁରନ୍ତ  କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଭିସା ବାତିଲ ସମେତ ଅନେକ କଠୋର ନିଷ୍ପତ୍ତି ନେଇଥିଲା

Tags: indiamedical visapakistan
ShareTweetShareSend
Sanchar Live

Sanchar Live

Next Post
ନିଜ ନାଁରେ ନୂଆ ରେକର୍ଡ ସ୍ଥାପନ କଲେ ବୈଭବ ସୂର୍ଯ୍ୟବଂଶୀ

ନିଜ ନାଁରେ ନୂଆ ରେକର୍ଡ ସ୍ଥାପନ କଲେ ବୈଭବ ସୂର୍ଯ୍ୟବଂଶୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.