Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Sanchar Live by Sanchar Live
April 30, 2025
in ଜୀବନ ଶୈଳୀ
0
ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ
0
SHARES
46
VIEWS
FacebookTwitter

ମେଷ: ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କୁ ଧନଲାଭ ହେବ । ଆପଣଙ୍କର କିଛି ନୂଆ ବନ୍ଧୁ ହୋଇପାରନ୍ତି । ଆପଣଙ୍କ କାମରେ ଅଧିକାରୀ ବର୍ଗ ଖୁସି ରହିବେ । ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ ।

ବୃଷ: ଆପଣ ସମସ୍ତଙ୍କ ଦୃଷ୍ଟିରେ ଭଲ ହୋଇ ରହିବେ । ଘରୋଇ ସମସ୍ୟାର ସମାଧାନ ବାହାରିବ । ଘରୋଇ ଉଦ୍ୟୋଗରେ ଚାକିରି କରୁଥିବା ଲୋକଙ୍କୁ ନୂଆ ପ୍ରୋଜେକ୍ଟ ମିଳିବ । ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ ।

ମିଥୁନ: କୌଣସି ନା କୌଣସି ସମସ୍ୟାର ସମାଧନା କରିବେ । କିଛି ଲୋକ ଆପଣଙ୍କୁ ସାହାଯ୍ୟ କରିବେ । କାରବାରରେ ଅଚାନକ ଧନଲାଭ ହେବ । ଜୀବନସାଥୀ ସହ ସମ୍ବନ୍ଧ ମଜଭୁତ ହେବ ।

କର୍କଟ: ଭାବିଥିବା କାମ ସଂପୂର୍ଣ୍ଣ ହୋଇଯିବ । ଆର୍ଥିକ ସ୍ଥିତିରେ ଯଥେଷ୍ଟ ସୁଧାର ହେବ । କୌଣସି ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଜୀବନସାଥୀ ସହ ସିନେମା ଦେଖିବେ ।

ସିଂହ : ମନର କୌଣସି ବଶେଷ ଆଶା ଆପଣଙ୍କ ଜୀବନସାଥୀ ପୂରା କରିବେ । ବ୍ୟବସାୟ କାମରେ ଅନ୍ୟରାଜ୍ୟକୁ ଯାଇପାରନ୍ତି । ନୂଆ ଲୋକଙ୍କ ସହିତ ମିଶନ୍ତୁ ଜୀବନରେ ପରିବର୍ତ୍ତନ ଆସିବ ।

କନ୍ୟା: କୌଣସି ଶୁଭ ଖବର ମିଳିବା ଯୋଗୁଁ ଘରେ ଖୁସିର ମାହୋଲ ରହିବ । ନୂଆ ଯୋଜନା ଆରମ୍ଭ କରିବା ପୂର୍ବରୁ ବିଜ୍ଞ ବ୍ୟକ୍ତିଙ୍କ ମତ ନିଅନ୍ତୁ । ସ୍ବାସ୍ଥ୍ୟ ପ୍ରତି ସଚେତ ରୁହନ୍ତୁ ।

ତୁଳା: କାମ ସଂପୂର୍ଣ୍ଣ କରିବା ଲାଗି ବନ୍ଧୁର ସାହାଯ୍ୟ ପାଇବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ପ୍ରିୟବନ୍ଧୁଙ୍କ ସହ ସାକ୍ଷାତ ହେବ । ଛାତ୍ରଛାତ୍ରୀ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ ।

ବିଛା : ଆପଣଙ୍କର ପାଖ ଲୋକ ଆପଣଙ୍କ ଖୁସିକୁ ଦିଗୁଣା କରିଦେବେ । ବିବାହିତଙ୍କ ଲାଗି ସ୍ଥିତି ଭଲ ରହିବ । ବ୍ୟବସାୟୀଙ୍କୁ ଲାଭ ହେବ । ଆପଣଙ୍କୁ ପଢ଼ିବା କ୍ଷେତ୍ରରେ ଲାଭ ମିଳିବା ଯୋଗ ରହିଛି ।

ଧନୁ: ସବୁ ସମସ୍ୟାର ସମାଧାନ ହେବ । ଜୀବନର ଆଗକୁ ବଢ଼ିବା ପାଇଁ ରାସ୍ତା ଖୋଲିବ । ଧର୍ମକାର୍ଯ୍ୟ କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ । ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିବର୍ତ୍ତନ ହେବ ।

ମକର : କାମର ବୋଝ ବଢ଼ିପାରେ । କାମରେ କିଛି ଲୋକ ସାହାଯ୍ୟ କରିବାକୁ ମନା କରିପାରନ୍ତି । ଘରର ପିଲାମାନଙ୍କ ସହିତ ଖୁସିର ମୁହୂର୍ତ୍ତ ଅତିବାହିତ କରିବେ । ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ ।

କୁମ୍ଭ : ଯାହା ବି କାମ କରିବେ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ କରିବେ । କୋର୍ଟ କଚେରି ମାମଲା ଠାରୁ ଦୂରରେ ରହନ୍ତୁ । ଅବିବାହିତଙ୍କର ବିବାହ ଲାଗି ଭଲ ପ୍ରସ୍ତାବ ଆସିବ । ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ ।

ମୀନ: ବ୍ୟବସାୟରେ ସାହସର ସହ କାମ କରନ୍ତୁ, ସଫଳ ହେବେ । ପରିବାର ମଧ୍ୟରେ ଆନନ୍ଦ ଉଲ୍ଲାସ ଦେଖାଦେବ । ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ । ଦିନଟି ଆଜି ମଙ୍ଗଳମୟ ହେବ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ପବିତ୍ର ଅକ୍ଷୟ ତୃତୀୟା

ଆଜି ପବିତ୍ର ଅକ୍ଷୟ ତୃତୀୟା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.