Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ପାକିସ୍ତାନର ଷ୍ଟକ ମାର୍କେଟ କ୍ରାସ୍ : କାନ୍ଦିଲାଣି ପାକିସ୍ତାନ!

Sanchar Live by Sanchar Live
May 1, 2025
in ବିଦେଶ
0
ପାକିସ୍ତାନର ଷ୍ଟକ ମାର୍କେଟ କ୍ରାସ୍ : କାନ୍ଦିଲାଣି ପାକିସ୍ତାନ!
0
SHARES
73
VIEWS
FacebookTwitter

ସଂଚାର ବ୍ୟୁରୋ: ଭାରତ ସହ ଉତ୍ତେଜନା ଭିତରେ ପାକିସ୍ତାନର ଷ୍ଟକ ମାର୍କେଟ କ୍ରାସ୍ କରିଛି । କରାଚି ଷ୍ଟକ ଏକ୍ସଚେଞ୍ଜର ପ୍ରମୁଖ ପ୍ରମୁଖ ସୂଚକାଙ୍କ ବେଞ୍ଚମାର୍କ କେଏସଇ- ହଣ୍ଡ୍ରେଡ ୧୦୦କାରବାର ସମୟରେ ୩ ହଜାର ୨୦୦ ଅଙ୍କ ତଳକୁ ଖସିଆସିଛି । ଯାହାକୁ ନେଇ ନିବେଶକଙ୍କ ମଧ୍ୟରେ ହାହାକାର ଖେଳିଯାଇଛି ।

ଭାରତର ଆକ୍ରମଣ ଭୟରେ ପାକିସ୍ତାନ ସେୟାର ମାର୍କେଟ ବଡ଼ ଧରଣର କ୍ଷତି ସହିଛି । ଆଉ ଏହି ପ୍ୟାନିକ ବଟନ୍ ପାକିସ୍ତାନ ମନ୍ତ୍ରୀ ଚିପିବା ପରେ ସେୟାର ବଜାର ଭୁଶୁଡ଼ି ପଡ଼ିଛି । ମଙ୍ଗଳବାର ସନ୍ଧ୍ୟାରେ ପାକିସ୍ତାନ ସୂଚନା ମନ୍ତ୍ରୀ ଆତା ଉଲ୍ଲା ତାରଡ କହିଥିଲେ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଆଗାମୀ ୨୪ରୁ ୪୮ ଘଣ୍ଟା ଭିତରେ ଆକ୍ରମଣ କରିପାରେ ଭାରତ । ଏହି ବୟାନ ପରେ ପାକିସ୍ତାନ ସେୟାର ବଜାରରେ ଅନିଶ୍ଚିତତା ଦେଖା ଦେଇଥିଲା । ବୁଧବାର କାରବାର ଶେଷ ହେବା ବେଳକୁ କେଏସଇ- ହଣ୍ଡ୍ରେଡର ୧ ଲକ୍ଷ ୧୧ ହଜାର ୧୯୨ ଦଶମିକ ୯୨କୁ ଖସି ଆସିଛି । ଦିନ ସାଢେ ଗୋଟାଏରେ ଇଣ୍ଡେକ୍ସ ସର୍ବନିମ୍ନସ୍ତରକୁ ଖସି ୩ ହଜାର ୨୫୫ ଦଶମିକ ୪୨ରେ କାରବାର କରିଥିଲା ।
Tags: indiakpakistanshare marketstok market
ShareTweetShareSend
Sanchar Live

Sanchar Live

Next Post
ଭାରତକୁ ଆମେରିକାର ସମର୍ଥନ: ଜୟଶଙ୍କରଙ୍କ ସହ କଥା ହେଲେ ରୁବିଓ

ଭାରତକୁ ଆମେରିକାର ସମର୍ଥନ: ଜୟଶଙ୍କରଙ୍କ ସହ କଥା ହେଲେ ରୁବିଓ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.