Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

ପୁଣି ଭାଇରାଲ ଲିଙ୍ଗରାଜ ମନ୍ଦିରର ବେଢ଼ା ଫଟୋ

Sanchar Live by Sanchar Live
May 3, 2025
in ମନୋରଞ୍ଜନ
0
ପୁଣି ଭାଇରାଲ ଲିଙ୍ଗରାଜ ମନ୍ଦିରର ବେଢ଼ା ଫଟୋ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି ଭାଇରାଲ ହେଲା ଲିଙ୍ଗରାଜ ମନ୍ଦିର ବେଢା । କଡା ସୁରକ୍ଷା ସତ୍ତ୍ୱେ ମନ୍ଦିର ବେଢାର ଫଟୋ ଭାଇରାଲ ହୋଇଛି । ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନ ଭୁବନେଶ୍ୱରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିଲେ । ଏହି ସମୟରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଦର୍ଶନ କରିବା ସହ ମନ୍ଦିର ବେଢା ଭିତରେ ଫଟୋ ଉଠାଇଥିଲେ । ସୁସ୍ମିତାଙ୍କ ଫଟୋ ଉଠାଇଥିବା ସେବାୟତ ସୋସିଆଲ ମିଡିଆରେ ଏହି ଫଟୋ ସେୟାର କରିଛନ୍ତି । ତାଙ୍କର ଏହି ଫଟୋ ଏବେ ଭାଇରାଲ ହେବାରେ ଲାଗିଛି । ପୂର୍ବରୁ ଶିଳ୍ପା ସେଟ୍ଟୀଙ୍କ ଫଟୋ ମଧ୍ୟ ଭାଇରାଲ ହୋଇଥିଲା । ଏପରିକି କିଛି ରାଜନେତାଙ୍କ ଫଟୋ ବେଢ଼ା ଭିତରେ ଭାଇରାଲ ହେବା ପରେ ମନ୍ଦିର ସୁରକ୍ଷା ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା ।

Tags: bhubaneswarbollywoodLingaraj templesusmita sen
ShareTweetShareSend
Sanchar Live

Sanchar Live

Next Post
ମେ ୧୨ରୁ କାର୍ଯ୍ୟକ୍ଷମ ହେବ ଭୁବନେଶ୍ବର ନୂଆ ଷ୍ଟେସନ: ଚଳାଚଳ କରିବ ୩ ଏକ୍ସପ୍ରେସ୍‌

ମେ ୧୨ରୁ କାର୍ଯ୍ୟକ୍ଷମ ହେବ ଭୁବନେଶ୍ବର ନୂଆ ଷ୍ଟେସନ: ଚଳାଚଳ କରିବ ୩ ଏକ୍ସପ୍ରେସ୍‌

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.