Wednesday, June 25, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବାୟୁ ସେନା ମୁଖ୍ୟ

Sanchar Live by Sanchar Live
May 4, 2025
in ଭାରତ
0
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବାୟୁ ସେନା ମୁଖ୍ୟ
0
SHARES
18
VIEWS
FacebookTwitter

ସଂଚାର ବ୍ୟୁରୋ: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବାୟୁ ସେନା ମୁଖ୍ୟ । ମୋଦିଙ୍କ ବାସଭବନରେ ତାଙ୍କୁ ଭେଟିଛନ୍ତି ଏୟାର ଚିଫ୍ ମାର୍ଶଲ ଅମରପ୍ରୀତ ସିଂହ। ଉଭୟଙ୍କ ମଧ୍ୟରେ ପହଲଗାଁଓ ପରବର୍ତ୍ତୀ ସ୍ଥିତି ନେଇ ଆଲୋଚନା ହୋଇଥିବାର ସୂଚନା ମିଳିଛି। ଗତକାଲି ନୌସେନା ମୁଖ୍ୟ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଭେଟିଥିଲେ। ପହଲଗାଁଓ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗି ରହିଥିବା ବେଳେ ଗତକାଲି ନୌସେନା ମୁଖ୍ୟ ଓ ଆଜି ବାୟୁସେନା ମୁଖ୍ୟ ମୋଦିଙ୍କୁ ଭେଟିବା ପରେ ନାନା ଚର୍ଚ୍ଚା ହେଉଛି। ଆଗରୁ ମୋଦିଙ୍କୁ ଅନେକ ଥର ଭେଟିଛନ୍ତି ତିନି ସେନାର ଚିଫ୍ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଅନେକ ଥର ଆଲୋଚନା କରିଛନ୍ତି।

Tags: indianarendra modi
ShareTweetShareSend
Sanchar Live

Sanchar Live

Next Post
ବଢିଲା ଭାରତର ବଳ

ବଢିଲା ଭାରତର ବଳ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୪ ଘଣ୍ଟାରେ ଲଘୁଚାପ, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
  • ପୋଲାର୍ଡଙ୍କ ବିରଳ ରେକର୍ଡ : ୭୦୦ ଟି-ଟ୍ୱେଣ୍ଟି ଖେଳିବାରେ ପ୍ରଥମ ଖେଳାଳି
  • ୨ୟ ଭାରତୀୟ ଭାବେ ମହାକାଶକୁ ଗଲେ ଶୁଭାଂଶୁ ଶୁକ୍ଳା
  • ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ମନୋହର ଲାଲଙ୍କୁ ଭେଟିଲେ ଧର୍ମେନ୍ଦ୍ର
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ; କାଲି ନବଯୌବନ ବେଶ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.