Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

ଖସି ପଳାଉଥିଲା ଆତଙ୍କବାଦୀ, ନଦୀରେ ପଡି ଚାଲିଗଲା ଜୀବନ

Sanchar Live by Sanchar Live
May 5, 2025
in ଭାରତ
0
0
SHARES
105
VIEWS
Facebook
Twitter

ନଦୀକୁ ଡେଇଁ ଖସିଯିବାକୁ ଚେଷ୍ଟା କରୁଥିବା ବେଳେ ଆତଙ୍କୀର ମୃତ୍ୟୁ । ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଚଳାଇଥିବା ବେଳେ ଆତଙ୍କବାଦୀ ଜଙ୍ଗଲରୁ ନଦୀକୁ ଡେଇଁ ଖସିଯାଇଛି । ଯାହାର ଏକ୍ସକ୍ଲୁସିଭ୍ ଭିଡିଓ ସାମ୍ନାକୁ ଆସିଛି । ଜାମ୍ମୁ କାଶ୍ମୀର ରକି ନଦୀକୁ ଡେଉଁ ଆତଙ୍କବାଦୀ ପହଁରି ପହଁରି ଯାଉଥିବାର ଭିଡିଓ ଦେଖିବାକୁ ମିଳିଛି । ଆତଙ୍କବାଦୀଙ୍କୁ ଧରିବା ପାଇଁ ରାଷ୍ଟ୍ରୀୟ ରାଇଫଲ ଏବଂ ଏସଓଜି ଯବାନମାନେ ଆତଙ୍କବାଦୀର ପିଛା କରୁଥିବା ବେଳେ ସେ ଖସିଯିବାରେ ସକ୍ଷମ ହୋଇଛି ।

ଏହି ବ୍ୟକ୍ତି ଜଣଙ୍କ କୁଲଗାମ ଜିଲ୍ଲାର । ଆତଙ୍କୀଙ୍କୁ ରହିବା ଏବଂ ଖାଇବାକୁ ଦେଇଥିଲେ । ପରେ ଯବାନମାନେ ଆସିବାରୁ ଆତଙ୍କୀ ଜଙ୍ଗଲ ଭିତରୁ ନଦୀକୁ ଡେଇଁ ପଳାଇଯାଉଥିବା ଦେଖିବାକୁ ମିଳିଛି । ତା’ ନାମ ଇମତିଆଜ୍ ମହମ୍ମଦ ମାର୍ଗେ, ବୟସ ୨୩ ବର୍ଷ ବୋଲି ସୂଚନା ମଳିଛି । ନଦୀରେ କରେଣ୍ଟ ପ୍ରବାହ ଅଧିକ ଥିବାରୁ ପାଣିରେ ବୁଡି ତାର ମୃତ୍ୟୁ ହୋଇଛି । ସେ ପହଲଗାମ ଆତଙ୍କୀଙ୍କୁ ସହଯୋଗ କରୁଥିଲା । ଓଭର ଗ୍ରାଉଣ୍ଡ ୱାର୍କର ଭାବେ କାର୍ଯ୍ୟ କରୁଥିଲା । ମାର୍ଗେର ମୃତଦେହ ମିଳିବା ପରେ କୁଲଗାମର ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି ଯେ ଦୁଇ ଦିନ ପୂର୍ବରୁ ଆର୍ମି ତାଙ୍କୁ ଗିରଫ କରିଥିଲା ଏବେ ତାଙ୍କର ମୃତଶରୀର ମିଳିଛି ବୋଲି କହିଛନ୍ତି ମେହବୁବା ମୁଫତି ।

Related posts

ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର

ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର

November 7, 2026
ଦୁନିଆରେ ସବୁଠାରୁ ସୁନ୍ଦର ମହିଳାମାନେ କେଉଁ ଦେଶରେ ରୁହନ୍ତି? ଦେଖନ୍ତୁ ଲିଷ୍ଟ

ଦୁନିଆରେ ସବୁଠାରୁ ସୁନ୍ଦର ମହିଳାମାନେ କେଉଁ ଦେଶରେ ରୁହନ୍ତି? ଦେଖନ୍ତୁ ଲିଷ୍ଟ

November 7, 2026
Tags: Jammukashmirterrorist

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି
  • ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.