Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ଏମିତି କହିଲେ ମମତା

Sanchar Live by Sanchar Live
May 5, 2025
in ଭାରତ
0
ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ଏମିତି କହିଲେ ମମତା

Oplus_131072

0
SHARES
16
VIEWS
FacebookTwitter

ଶେଷରେ ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ମୁହଁ ଖୋଲିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥଧାମ ନାମରେ ନାମିତ କରିବାକୁ ନେଇ ବିବାଦ ସୃଷ୍ଟି ହୋଇଛି । ଏହାକୁ ନେଇ ପ୍ରଥମ ଥର କ୍ୟାମେରା ସାମ୍ନାରେ ମୁହଁ ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କହିଲେ, “ଜଗନ୍ନାଥ ମନ୍ଦିର ସବୁଠି ହୋଇପାରିବ । ଆମେ ପୁରୀ ଜଗନ୍ନାଥ ମନ୍ଦିରର ସମ୍ମାନ କରୁଛୁ । କାଳୀ ମନ୍ଦିର ଶିବ ମନ୍ଦିର ଦେଶର ପ୍ରତ୍ୟେକ ସ୍ଥାନରେ ରହିଛି । ତେବେ ଜଗନ୍ନାଥ ମନ୍ଦିରକୁ ନେଇ ଏତେ ରାଗ କାହିଁକି  ? ବିଜେପି କିଛି କଲେ ଆମେ ତ କିଛି ପ୍ରଶ୍ନ ଉଠାଇନୁ ।”

ସେପଟେ ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି । ଶ୍ରୀମନ୍ଦିର ମୂଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଓ ଅନ୍ୟ ଅଧିକାରୀମାନେ ଏହି ବୈଠକରେ ଉପସ୍ଥିତ ଅଛନ୍ତି । ଗତକାଲି ବସିଥିବା ଶ୍ରୀମନ୍ଦିର ପ୍ରଶାସନର ବୈଠକ ବାବଦରେ ମନ୍ତ୍ରୀଙ୍କୁ ଅବଗତ କରାଇବେ ଶ୍ରୀମନ୍ଦିର ପ୍ରଶାସକ । ଜଗନ୍ନାଥ ଧାମ ଲେଖାଯିବା, ପୁରୀ ସେବାୟତ ଦୀଘା ମନ୍ଦିର ପ୍ରତିଷ୍ଠାରେ ଯୋଗ ଦେବା, ବଳକା ଦାରୁରେ ମୂର୍ତ୍ତି ତିଆରି କରିବା ପ୍ରସଙ୍ଗରେ ତଦନ୍ତ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଥିଲେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ମହାପ୍ରଭୁଙ୍କ ଦାରୁ ନେଇ ଦୀଘା ମନ୍ଦିର ପାଇଁ ପ୍ରତିମା ନିର୍ମାଣ କରିବା ବରିଷ୍ଠ ଦଇତାପତି ରାମକୃଷ୍ଣ ମହାପାତ୍ରଙ୍କୁ ମହଙ୍ଗା ପଡିଛି । ଏକ ବଙ୍ଗାଳି ଟିଭି ଚ୍ୟାନେଲକୁ ନିଜେ ଦାରୁ ନେଇ ପ୍ରତିମା ନିର୍ମାଣ କରିଥିବା କହିଥିବାରୁ ତାଙ୍କ ପାଇଁ ଅଡ଼ୁଆ ବଢ଼ିଛି । ଅନ୍ୟପଟେ କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଏହି ପ୍ରସଙ୍ଗ ଜଡ଼ିତ ଥିବାରୁ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି ସରକାର ।

Tags: digha jaganath templemamata banarje
ShareTweetShareSend
Sanchar Live

Sanchar Live

Next Post
କରାଚୀରେ ଡେରା ପକାଇଲା ତୁର୍କୀ ଯୁଦ୍ଧଜାହାଜ

କରାଚୀରେ ଡେରା ପକାଇଲା ତୁର୍କୀ ଯୁଦ୍ଧଜାହାଜ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.