Friday, August 14, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୀଘାରେ ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ଘଟଣା : ଏମିତି କହିଲେ ଆଇନମନ୍ତ୍ରୀ

Sanchar Live by Sanchar Live
May 5, 2025
in ଓଡିଶା
0
ଦୀଘାରେ ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ଘଟଣା : ଏମିତି କହିଲେ ଆଇନମନ୍ତ୍ରୀ
0
SHARES
29
VIEWS
FacebookTwitter

ସଂଚାର ବ୍ୟୁରୋ: ପୁରୀ ଶ୍ରୀମନ୍ଦିରରୁ ଯାଇନି ବଳକା ଦାରୁ ।  ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।  ବଳକା ଦାରୁରେ ଅଢ଼େଇ ଫୁଟ ମୂର୍ତ୍ତି ନିର୍ମାଣ ଅସମ୍ଭବ ।  ମହାରଣା ସେବକଙ୍କ ସହ ଆଲୋଚନା ପରେ ଏହା ସ୍ପଷ୍ଟ ହୋଇଛି ।  ଦାରୁ ବାହାରେ ରହିବନି, ସବୁ ଦାରୁ ଦାରୁଘରେ ରହିବ ।  ଭୁବନେଶ୍ବରରେ ମୂର୍ତ୍ତି ତିଆରି କରି ଦୀଘା ନେଇଥିଲେ ରାମକୃଷ୍ଣ ଦାସ ମହାପାତ୍ର ।  ସୁଦର୍ଶନ ମହାରଣା ତିଆରି କରିଥିବା ମୂର୍ତ୍ତି ଦୀଘା ନେଇଥିଲେ ।

ତେବେ ବିବାଦୀୟ ମନ୍ତବ୍ୟ ପାଇଁ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ ତଲବ କରାଯାଇଛି ।  ଜ ବାବ ଆସିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦକ୍ଷେପ ନେବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ।  ସବୁ ଜଗନ୍ନାଥ ମନ୍ଦିର ପାଇଁ ମାର୍ଗଦର୍ଶିକା ତିଆରି ହେବ । ମୁକ୍ତିମଣ୍ଡପକୁ ମାର୍ଗଦର୍ଶିକା ତିଆରି ପାଇଁ କୁହାଯାଇଛି ।  ସେବାୟତମାନଙ୍କ ପାଇଁ SOP ଅଣାଯିବ ।  କେଉଁ ସେବାୟତ କେଉଁ ସେବା କରିବେ ଉଲ୍ଲେଖ ରହିବ ।

ମନ୍ଦିରର ନୀତିକାନ୍ତି, ପୂଜାର୍ଚ୍ଚନା ପାଇଁ ମାର୍ଗଦର୍ଶିକା ହେବ ।  ଦୀଘା ଧାମ ଏବଂ ଦୀଘା ସମୁଦ୍ରକୁ ମହୋଦଧି କୁହାଯାଇ ପାରିବନାହିଁ ।  ଏନେଇ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ଲେଖାଯିବ ।  ନଚେତ ଆଇନଗତ ପଦକ୍ଷେପ ନିଆଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି । ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କହିବା ବିବାଦ ପ୍ରସଙ୍ଗରେ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଲୋଚନା ହୋଇଛି।  ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଓ ଅନ୍ୟ ଅଧିକାରୀ ବୈଠକରେ ଯୋଗ ଦେଇଥିଲେ ।

Tags: digha jaganath templeodishapuri
ShareTweetShareSend
Sanchar Live

Sanchar Live

Next Post
ପୁରୀକୁ ଛାଡ଼ି ଅନ୍ୟ ସ୍ଥାନକୁ ଜଗନ୍ନାଥ ଧାମ କୁହାଯାଇପାରିବନି

ପୁରୀକୁ ଛାଡ଼ି ଅନ୍ୟ ସ୍ଥାନକୁ ଜଗନ୍ନାଥ ଧାମ କୁହାଯାଇପାରିବନି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଘରଭଡା ଦେଖିବାକୁ ଯାଉଥିଲେ ପଢନ୍ତୁ….
  • ଆନ୍ତର୍ଜାତୀୟ ବେଶ୍ୟାବୃତ୍ତି ସିଣ୍ଡିକେଟ୍ ଚଳାଇବା ଅଭିଯୋଗରେ ଲୋଲା ଗିରଫ
  • ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
  • ନିକିତା ରାୱଲଙ୍କ ଏହି ଭିଡିଓ ଭାଇରାଲ
  • ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: ୫ ଅଟକ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.