Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମମତାଙ୍କୁ ଚିଠି ଲେଖିଲେ ମୋହନ

Sanchar Live by Sanchar Live
May 6, 2025
in ଓଡିଶା
0
ମମତାଙ୍କୁ ଚିଠି ଲେଖିଲେ ମୋହନ
0
SHARES
20
VIEWS
FacebookTwitter

ଦୀଘାରେ ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଥମିବାର ନାଁ ନେଉନି । ୪ ଧାମ ମଧ୍ୟରୁ ପୁରୀ ଜଗନ୍ନାଥ ଧାମ ଅନ୍ୟତମ ହୋଇଥିବା ବେଳେ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିବାଦ ସୃଷ୍ଟି କରିଛନ୍ତି । ଏହାକୁ ନେଇ ରାଜ୍ୟ ସରକାରଙ୍କ ତରଫରୁ ଏହି ନାମ ହଟାଇବାକୁ ବାରମ୍ବାର ଅନୁରୋଧ କରାଯାଉଥିବା ବେଳେ ମମତା କିନ୍ତୁ ନିଜ ଜିଦରେ ଅଟଳ ରହିଛନ୍ତି । ଏସବୁ ଭିତରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମମତା ବାନାର୍ଜୀଙ୍କୁ ଏକ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି କି, ଜଗନ୍ନାଥ ଧାମର ନାମ ପବିତ୍ର ଓ ସ୍ୱତନ୍ତ୍ର । ଏହି ନାମ ପୁରୀ ସହିତ ଜଡିତ ରହିଛି । ଏହି ନାମକୁ ଅନ୍ୟ କୌଣସି ମନ୍ଦିର କିମ୍ବା ସ୍ଥାନ ସହ ଯୋଡିବା ଠିକ ନୁହେଁ । ଏଭଳି କଲେ କୋଟି କୋଟି ଶ୍ରଦ୍ଧାଳୁଙ୍କୁ ଭାବାବେଗ ଆଘାତ ପାଇବ ।

Tags: Dighajagannathtemplemamata banarjemohanmajhi
ShareTweetShareSend
Sanchar Live

Sanchar Live

Next Post
ଏଣିକି ଜୁନରୁ ଦୈନିକ ଭୁବନେଶ୍ୱରରୁ ବିଶାଖାପାଟଣା ଉଡ଼ିବ ବିମାନ

ଏଣିକି ଜୁନରୁ ଦୈନିକ ଭୁବନେଶ୍ୱରରୁ ବିଶାଖାପାଟଣା ଉଡ଼ିବ ବିମାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.