Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଅନ୍ଧାର ହୋଇଗଲା ଜମ୍ମୁ

Sanchar Live by Sanchar Live
May 8, 2025
in ଭାରତ
0
ଅନ୍ଧାର ହୋଇଗଲା ଜମ୍ମୁ
0
SHARES
39
VIEWS
FacebookTwitter

ଶ୍ରୀନଗର: ଅନ୍ଧାର ହୋଇଗଲା ଜମ୍ମୁ । ଅପରେସନ ସିନ୍ଦୂର ପରେ ଭାରତ ଉପରେ ଆକ୍ରମଣ କରିବାକୁ ଆଗେଇ ଆସୁଛି  ପାକିସ୍ତାନ । ଲୁଚିଛପି ଭାରତ ଉପରେ ଆକ୍ରମଣ କରୁଛି ପାକିସ୍ତାନ । ଅନ୍ଧାର ହେବା ମାତ୍ରେ ଜମ୍ମୁ ବିମାନବନ୍ଦର ଉପରେ ଆକ୍ରମଣ କରିଛି ପାକିସ୍ତାନ । ଏହି ଆକ୍ରମଣ ପରେ ଜମ୍ମୁକୁ ବ୍ଲାକଆଉଟ୍ କରିଦିଆଯାଇଛି । ଏହାସହ ସାଇରନ ବଜାଇ ସ୍ଥାନୀୟ ଲୋକଙ୍କୁ ସତର୍କ କରିଛି ଭାରତୀୟ ସେନା । କେବଳ ସତର୍କ କରାଇନାହିଁ ଜମ୍ମୁ ଆକାଶରେ ଉଡୁଥିବା ସମସ୍ତ ଡ୍ରୋନକୁ ଭାରତୀୟ ସେନା ମାଡ ମାରି ଖସାଇ ଦେଇଛି ।

ପଠାନକୋଟକୁ ବି ବ୍ଲାକ ଆଉଟ କରାଯାଇଛି । ଜମ୍ମୁ ବିଶ୍ବବିଦ୍ୟାଳୟ ନିକଟରେ ୨ଟି ରକେଟ୍ ପଡିଥିବା ସୂଚନା । ସାମ୍ବା ଅଞ୍ଚଳରେ ମିଜାଇସ୍ ମାଡ ସୂଚନା । କୁପୱାଡାରେ ପ୍ରବଳ ଗୁଳିବର୍ଷା କରୁଛି ପାକିସ୍ତାନ ।

Tags: blackoutjammu and kasmir
ShareTweetShareSend
Sanchar Live

Sanchar Live

Next Post
ଆଜି ରାତିରେ ସଫା ହୋଇଯିବ କି ପାକିସ୍ତାନ?

ଆଜି ରାତିରେ ସଫା ହୋଇଯିବ କି ପାକିସ୍ତାନ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.