Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଆତଙ୍କବାଦୀ ମାନଙ୍କୁ ଛଡ଼ାଯିବ ନାହିଁ, କଳ୍ପନାଠାରୁ ମଧ୍ୟ ବଡ଼ ଦଣ୍ଡ ପାଇବେ : ମୋଦି

Sanchar Live by Sanchar Live
May 12, 2025
in ଭାରତ
0
ଆତଙ୍କବାଦୀ ମାନଙ୍କୁ ଛଡ଼ାଯିବ ନାହିଁ, କଳ୍ପନାଠାରୁ ମଧ୍ୟ ବଡ଼ ଦଣ୍ଡ ପାଇବେ : ମୋଦି
0
SHARES
6
VIEWS
FacebookTwitter

ଭାରତ ଓ ପାକିସ୍ତାନ ଉତ୍ତେଜନା ଭିତରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ଆତଙ୍କବାଦୀମାନେ କଳ୍ପନାଠାରୁ ମଧ୍ୟ ବଡ଼ ଦଣ୍ଡ ପାଇବେ।  ମୋଦି ପ୍ରଥମେ ପହଲଗାମରେ ମୃତକଙ୍କୁ ହାତଯୋଡି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ ତା’ପରେ ତାଙ୍କ ଭାଷଣ ଆରମ୍ଭ କରିଥିଲେ ।

ସେ ପ୍ରଥମେ ଭାରତର ପରାକ୍ରମୀ ସେନାର ବୀରତା, ସାହସକୁ ସ୍ୟାଲୁଟ୍ କରିଛନ୍ତି ।  ଗୁଇନ୍ଦା ଏଜେନ୍ସି ଓ ବୈଜ୍ଞାନିକଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି । ଯବାନଙ୍କ ପରାକ୍ରମକୁ ଦେଶର ମାତାଙ୍କ ପାଇଁ ସମର୍ପିତ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

୨୨ ଏପ୍ରିଲରେ ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ବର୍ବରକାଣ୍ଡ ଘଟଣାଇଥିଲେ ।  ଛୁଟି କାରିବାକୁ ଯାଇଥିବା ନିର୍ଦ୍ଦୋଷ ପର୍ଯ୍ୟଟକଙ୍କୁ ପରିବାର ସାମ୍ନାରେ ଧର୍ମ ପଚାରି ହତ୍ୟା କରିଥିଲେ ।  ଏହା ସବୁଠୁ ବୀଭତ୍ସ ଓ କ୍ରୁର ଥିଲା । ଯାହାଫଳରେ ଆତଙ୍କୀଙ୍କ ବିରୋଧରେ ସାରା ଦେଶରେ ଆକ୍ରୋଶ ଦେଖିବାକୁ ମିଳିଥିଲା ।

ସରକାରଙ୍କଠାରୁ ବିରୋଧୀ ଓ ଦେଶବାସୀ ଏକ ହୋଇ ଆତଙ୍କବାଦୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ । ମା’, ଭଉଣୀଙ୍କ ମଥାରୁ ଯେଉଁ ସିନ୍ଦୂର ଲିଭି ଥିଲା ତା’ର ପ୍ରତିଶୋଧ ପାଇଁ ସ୍ବର ଉଠିଥିଲା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Tags: narendramoditerrorist
ShareTweetShareSend
Sanchar Live

Sanchar Live

Next Post
ସମ୍ମମରେ ୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ, ଶିଶୁର କିଡ଼ନୀ ବଂଚାଇଲା ଦୁଇ ଜୀବନ

ସମ୍ମମରେ ୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ, ଶିଶୁର କିଡ଼ନୀ ବଂଚାଇଲା ଦୁଇ ଜୀବନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.